ଗତକାଲି ଆସାମର ଧୁବରୀ ଜିଲ୍ଲାରେ ଭୂକମ୍ପ ଅନୁଭୁତ ହୋଇଛି । ଏଠାରେ ଭୂକମ୍ପର ତୀବ୍ରତା ୩.୧ ଥିଲା । ନେସନାଲ ସେଣ୍ଟର ଫର ସିସମୋଲୋଜି କହିଛି ଏହି ଭୂକମ୍ପସକାଳ ୩.୧ରେ ୧୭ କିଲୋମିଟର ଗଭୀରତା ଭିତରେ ଆସିଥିଲା । ଏହା ପୂର୍ବରୁ ଶନିବାର ସନ୍ଧ୍ୟାରେ ପାଖାପାଖି ୬ଟା ବେଳେ ମଧ୍ୟପ୍ରଦେଶର ଶିବନି ଜିଲ୍ଲାରେ ଭୂକମ୍ପ ଝଟକା ଅନୁଭୁତ ହୋଇଥିଲା । ଏହାର ତୀବ୍ରତା ୧.୮ ମପା ଯାଇଥିଲା । ଏହା ପୂର୍ବରୁ ଶୁକ୍ରବାର ଦିନ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଏହା ସନ୍ଧ୍ୟା ୬ଟା ୪୭ ମିନିଟରେ ଭୂକମ୍ପ ହୋଇଥିଲା । ଏହାର ତୀବ୍ରତା ୨.୯ ଥିଲା । ସେପ୍ଟେମ୍ବର ମାସରେ ହିମାଞ୍ଚଳପ୍ରଦେଶରେ ମଣ୍ଡିରେ ଭୂକମ୍ପ ଅନୁଭୂତ ହୋଇଥିଲା ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post