୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଟାଲୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି। ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ।ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗଦେବେ । ଏହି ବୈଠକରେ ଆମେରିକା, ଫ୍ରାନ୍ସ, ଜାପାନ, କାନାଡା ଓ ୟୁକ୍ରେନ ଦେଶର ରାଷ୍ଟ୍ରମୁଖ୍ୟ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post