ଆଉ ଦିନ କେଇଟାରେ ହେବାକୁ ଯାଉଛି ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା । ସେଥିପାଇଁ ଶିଳ୍ପୀଙ୍କୁ ତର ନାହିଁ, ସମସ୍ତେ ନିଜ ନିଜର କାର୍ଯ୍ୟରେ ଲାଗିପଡିଛନ୍ତି । ମନ୍ଦିର ନିର୍ମାଣ ସମିତିର ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରାଙ୍କ କହିବା ଅନୁଶାରେ ତିନି ମହଲା ବିଶିଷ୍ଟ ଏହି ମନ୍ଦିରର ଭୂତଳ କାମ ଡିସେମ୍ବର ଶେଷ ସୁଦ୍ଧା ସରିଯିବ । ପ୍ରତିଷ୍ଠା ସମାରେହ କାର୍ଯ୍ୟକ୍ରମ ଜାନୁଆରୀ ୨୨ ତାରିଖରେ ହେବ ।ରାମ ମନ୍ଦିରର ମୁଖ୍ୟ ପୂଜାରୀ ସତେନ୍ଦ୍ର ଦାସ ମହାରାଜଙ୍କ କହିବା କଥା ଜାନୁଆରୀ ୧୫ ତାରିଖରୁ୨୪ ତାରିଖ ଭିତରେ ମନ୍ଦିର ପ୍ରତିଷ୍ଠା ହେବ । ଏନେଇ ପିଏମଓଙ୍କ ନିକଟକୁ ଚିଠି ହୋଇଥିଲା ତାହାର ଉତ୍ତର ମଧ୍ୟ ଆସିଛି । ୨୨ତାରିଖ ଦିନ ପ୍ରଧାନମନ୍ତ୍ରୀ ଅଯୋଧ୍ୟା ଆସିବେ, ସେଥିଲାଗି ସେହି ଦିନ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହେବ । ଏଥିଲାଗି ଆହୁରି ଅନେକ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି । ଜାନୁଆରୀ ୧୪ ରେ ମକର ସଂକ୍ରାନ୍ତି ପରେ ମନ୍ଦିର ଟ୍ରଷ୍ଟ ରାମଙ୍କ ପୂଜା ପ୍ରକ୍ରିୟା ଆରମ୍ଭ କରିବ, ୧୦ ଦିନ ଧରି ରାମଙ୍କ ପ୍ରତିଷ୍ଠା ଉତ୍ସବ ପାଳନ କରିବ ।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି