କନରାଡ ସାଙ୍ଗମା ମେଘାଳୟର ମୁଖ୍ୟମନ୍ତ୍ରୀ
ଦ୍ୱିତୀୟ ଥର ପାଇଁ କନରାଡ ସାଙ୍ଗମା ମେଘାଳୟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ । ଲଗାତାର ଦ୍ୱିତୀୟ ଥର ପାଇଁ ମେଘାଳୟର ମୁଖ୍ୟମନ୍ତ୍ରୀ ଭାବରେ କୋନରାଡ ସାଙ୍ଗ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ସଭାପତି ଜେପି ନାଡା ମଧ୍ୟ ଉପସ୍ଥିତ ଥିଲେ। ଏଥର ଜଣେ ମହିଳା ମଧ୍ୟ କ୍ୟାବିନେଟରେ ଅନ୍ତର୍ଭୁକ୍ତ ହୋଇଛନ୍ତି