ଉତ୍ତର କର୍ନାଟକରେ ଭୂସ୍ଖଳନ ଯୋଗୁ ବଡ଼ ଧରଣର ଅଘଟଣ ଘଟିଛି। ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି।ଡେପୁଟି କମିଶନର କହିଛନ୍ତି, ୧୦ ଜଣ ନିଖୋଜ ଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଉ ୩ ଜଣ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି। ତେବେ ଏନ୍ଡିଆର୍ଏଫ୍ ଟିମ୍, ଏନ୍ଏଚ୍ ଟିମ୍, ନୌସେନା, ତଟରକ୍ଷୀ ବାହିନୀ, ଅଗ୍ନିଶମ ସେବା, ସ୍ଥାନୀୟ ପୋଲିସ, ସମସ୍ତେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post