କେବେ ସରିବ ଉତ୍ତରକାଶୀରେ ଟନେଲ ରେସକ୍ୟୁ ଅପରେସନ୍ ? ନୂଆ ସୂର୍ଯ୍ୟୋଦୟ ଅପେକ୍ଷାରେ ୪୧ ଶ୍ରମିକ । ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଉଦ୍ଧାର ପାଇଁ ଆଉ ୧୪ ମିଟର ବାକି ରହିଛି । କିନ୍ତୁ ଟେକ୍ନିକାଲ୍ ସମସ୍ୟା ଯୋଗୁ ପୁଣି ଥରେ ଉଦ୍ଧାର ଅଭିଯାନ ସ୍ଥଗିତ ରହିଛି । ଶୁକ୍ରବାର ରାତିରୁ ଡ୍ରିଲିଂ କାମ ବନ୍ଦ ରହିଛି ।ମେସିନ ଆଗରେ ପୁଣି ଏକ ଧାତବ ଅଂଶ ଆସିବାରୁ କାମ ବନ୍ଦ ରହିଛି । ଉଦ୍ଧାରକାରୀ ଟିମ୍ ହାତରେ ଡ୍ରିଲିଂ ପାଇଁ ରେସକ୍ୟୁରେ ବିଳମ୍ବ, ପ୍ରସ୍ତୁତ ହେଲା ନୂଆ ପ୍ଲାନ୍ବିଚାର କରୁଛନ୍ତି । ମେସିନ ସାହାଯ୍ୟରେ ବାରମ୍ବାର ବାଧା ଉପୁଜୁଥିବାରୁ ହାତରେ ଖୋଳିବାକୁ ଯୋଜନା କରାଯାଉଛି । ତେବେ ଏହି ବିକଳ୍ପ ଆପଣାଇଲେ ରେସକ୍ୟୁ ଅପରେସନରେ ଅଧିକ ସମୟ ଲାଗିପାରେ । ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ଭିତରକୁ ପ୍ରବେଶ କରାଯିବ ୬ ମିଟର ଲମ୍ବର ଦୁଇଟି ପାଇପ୍ ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post
Next Post