କୋଲକାତାରେ ବିଲ୍ଡିଂ ଭୁଶୁଡ଼ିବା ଘଟଣାରେ ଘଟଣାସ୍ଥଳକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗତ ସପ୍ତାହରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ମୁଣ୍ଡରେ ପଟି ବାନ୍ଧି ମମତା ବାନାର୍ଜୀ ଘଟଣାସ୍ଥଳ ପରିଦର୍ଶନ କରିଥିବା ଦେଖିବାକୁ ମିଳିଛି । ମୁଣ୍ଡରେ ବ୍ୟାଣ୍ଡେଜ ଲାଗିଥିବା ଅବସ୍ଥାରେ ହିଁ ମମତା ଘଟଣାସ୍ଥଳକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହ ଉଦ୍ଧାର କାର୍ଯ୍ୟର ସମୀକ୍ଷା ବି କରିଛନ୍ତି ।କୋଲକାତାରେ ବିଲ୍ଡିଂ ଭୁଶୁଡ଼ିବା ଘଟଣାରେ ଘଟଣାସ୍ଥଳକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗତ ସପ୍ତାହରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ମୁଣ୍ଡରେ ପଟି ବାନ୍ଧି ମମତା ବାନାର୍ଜୀ ଘଟଣାସ୍ଥଳ ପରିଦର୍ଶନ କରିଥିବା ଦେଖିବାକୁ ମିଳିଛି । ମୁଣ୍ଡରେ ବ୍ୟାଣ୍ଡେଜ ଲାଗିଥିବା ଅବସ୍ଥାରେ ହିଁ ମମତା ଘଟଣାସ୍ଥଳକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହ ଉଦ୍ଧାର କାର୍ଯ୍ୟର ସମୀକ୍ଷା ବି କରିଛନ୍ତି ।କୋଠା ନିର୍ମାଣ କାର୍ଯ୍ୟରେ ସମ୍ପୃକ୍ତ ଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଓ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post