କୋଲକାତାରେ ବିଲ୍ଡିଂ ଭୁଶୁଡ଼ିବା ଘଟଣାରେ ଘଟଣାସ୍ଥଳକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗତ ସପ୍ତାହରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ମୁଣ୍ଡରେ ପଟି ବାନ୍ଧି ମମତା ବାନାର୍ଜୀ ଘଟଣାସ୍ଥଳ ପରିଦର୍ଶନ କରିଥିବା ଦେଖିବାକୁ ମିଳିଛି । ମୁଣ୍ଡରେ ବ୍ୟାଣ୍ଡେଜ ଲାଗିଥିବା ଅବସ୍ଥାରେ ହିଁ ମମତା ଘଟଣାସ୍ଥଳକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହ ଉଦ୍ଧାର କାର୍ଯ୍ୟର ସମୀକ୍ଷା ବି କରିଛନ୍ତି ।କୋଲକାତାରେ ବିଲ୍ଡିଂ ଭୁଶୁଡ଼ିବା ଘଟଣାରେ ଘଟଣାସ୍ଥଳକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗତ ସପ୍ତାହରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ମୁଣ୍ଡରେ ପଟି ବାନ୍ଧି ମମତା ବାନାର୍ଜୀ ଘଟଣାସ୍ଥଳ ପରିଦର୍ଶନ କରିଥିବା ଦେଖିବାକୁ ମିଳିଛି । ମୁଣ୍ଡରେ ବ୍ୟାଣ୍ଡେଜ ଲାଗିଥିବା ଅବସ୍ଥାରେ ହିଁ ମମତା ଘଟଣାସ୍ଥଳକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହ ଉଦ୍ଧାର କାର୍ଯ୍ୟର ସମୀକ୍ଷା ବି କରିଛନ୍ତି ।କୋଠା ନିର୍ମାଣ କାର୍ଯ୍ୟରେ ସମ୍ପୃକ୍ତ ଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଓ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post