ଭାରତ ସହ ବିବାଦ ମଧ୍ୟରେ ମାଳଦ୍ବୀପ ରାଷ୍ଟ୍ରପତିଙ୍କ ଚୀନ ଗସ୍ତ । ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ପ୍ରତିପକ୍ଷ ମହମ୍ମଦ ମୁଇଜୁ । ଆସନ୍ତା ୧୨ ତାରିଖ ଯାଏ ବେଜିଂ ଗସ୍ତରେ ଥିବା ମୁଇଜୁ ଓ ଜିନପିଙ୍ଗଙ୍ଗ ମଧ୍ୟରେ ବିଭିନ୍ନ ରାଜିନାମା ସ୍ବାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଗତବର୍ଷ ନଭେମ୍ବରରେ କ୍ଷମତାକୁ ଆସିବା ପରେ ମୁଇଜୁଙ୍କ ଏହା ହେବ ପ୍ରଥମ ଚୀନ ଗସ୍ତ ।ମୁଇଜୁଙ୍କୁ ଚୀନ ପ୍ରଧାନମନ୍ତ୍ରୀ ଲି କ୍ବିଙ୍ଗ ଓ ଅନ୍ୟ ନେତା ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ମାଳଦ୍ବୀପର ଅଷ୍ଟମ ରାଷ୍ଟ୍ରପତି ଭାବେ ଦାୟିତ୍ବ ନେଇଥିବା ମୁଇଜୁ ଜଣେ ଚୀନ ସପକ୍ଷବାଦୀ ନେତା । ଭାରତ ସପକ୍ଷବାଦୀ ଇବ୍ରାହିମ ମହମ୍ମଦ ସୁଲିଙ୍କୁ ପରାସ୍ତ କରି ମୁଇଜୁ ହୋଇଥିଲେ ରାଷ୍ଟ୍ରପତି । ୨୦୧୪ରେ ମାଳଦ୍ବୀପକୁ ଗସ୍ତ କରିଥିଲେ ଜିନପିଙ୍ଗ । ସେତେବେଳେ ଦୁଇ ଦେଶ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ରାଜିନାମା ସ୍ବାକ୍ଷରିତ ହୋଇଥିଲା ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post