ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ ଆହତ ହୋଇଛନ୍ତି ।ପୋଲିସ ଅଧିକାରୀଙ୍କ କହିବା ମୁତାବକ, ୧୨ ତାରିଖରୁ ଅବୁଝମାଡରେ ଥିବା କୁତୁଲ, ଫରସବେଡା, କୋଡତାମେଟା ଗାଁ ନିକଟ ଜଙ୍ଗଲରେ STF , DRG , ITBP ଯବାନମାନେ ମାଓବିରୋଧୀ ଅପେରଶନ କରୁଲେ। ଏଥିରେ ନାରାୟଣପୁର- କୋଣ୍ଡାଗାଁଓ- କାଙ୍କେର-ଦାନ୍ତେୱାଡା ଜିଲାର ଡିଆରଜି, ସ୍ବତନ୍ତ୍ର ସୁରକ୍ଷା ବଳ, ଓ ଆଇଟିବିପିର ଯବାନ ସାମିଲ ହୋଇଥିଲେ । ଶନିବାର ସକାଳୁ ସୁରକ୍ଷା ବଳ ଓ ନକ୍ସଲଙ୍କ ମଧ୍ୟରେ ଏନକାଉଣ୍ଟର ଜୋରଦାର ହୋଇଥିବାବେଳେ ୮ ନକ୍ସଲଙ୍କୁ ଧରାଶାୟୀ କରିଥିଲେ ଯବାନ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post