ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ସେନାର ଏନକାଉଣ୍ଟରରେ ୫ ଜଣ ମାଓବାଦୀ ନିହତ ହୋଇଛନ୍ତି । ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଅଞ୍ଚଳରେ ସୁରକ୍ଷାବାହିନୀର ଯୋରଦାର ଅପରେସନ । ଏନକାଉଣ୍ଟରରେ ୫ ଜଣ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରେ ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post