ଟ୍ରାକରୁ ଖସିଲା ଟ୍ରେନ୍। ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ୍ ଟ୍ରାକରୁ ଖସି ଯାଇଛି । କାନପୁର-ଭିମସେନ୍ ଷ୍ଟେସନ୍ ମଝିରେ ଘଟିଛି ଏହି ଅଘଟଣ। ଏକ୍ସପ୍ରେସର ଗୋଟିଏ ବଗି ଲାଇନଚ୍ୟୁତ୍ ହୋଇଛି। ସୌଭାଗ୍ୟବଶତଃ ଏଥିରେ କାହାରି କୌଣସି କ୍ଷୟକ୍ଷତି ହୋଇନି। ସମସ୍ତ ଯାତ୍ରୀ ଓ ଟ୍ରେନ୍ କର୍ମଚାରୀ ସୁରକ୍ଷିତ ରହିଛନ୍ତି। ଘଟଣାସ୍ଥଳରେ ବରିଷ୍ଠ ରେଲୱେ ଅଧିକାରୀ ପହଞ୍ଚି ରେସ୍କ୍ୟୁ ଓ ଯାଞ୍ଚକୁ ତ୍ବରାନୀତ କରିଛନ୍ତି। ଟ୍ରେନଟି ବାରାଣସୀରୁ ଅହମ୍ମଦାବାଦକୁ ଯାଉଥିଲା। ଦୁର୍ଘଟଣା ପରେ ଯାତ୍ରୀଙ୍କୁ ବସ୍ ଯୋଗେ ନିଜ ଗନ୍ତବ୍ୟ ସ୍ଥଳକୁ ପଠାଯାଉଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post