ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବ କୋଭିଡ ବୈଠକ। ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ କେନ୍ଦ୍ର ସରକାର। କୋଭିଡ ସ୍ଥିତି ସମୀକ୍ଷା କରିବେ। କେରଳ ଓ କର୍ଣ୍ଣାଟକରେ ସଂକ୍ରମଣ ବଢିବା ପରେ ଗାଇଡଲାଇନ ଜାରି କରାଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବୈଷୟିକ କମିଟି ଆଲୋଚନା କରିଛନ୍ତି।ଆବଶ୍ୟକ ପଡିଲେ, ରାଜ୍ୟ ଜାରି କରି ପାରେ ଗାଇଡଲାଇନ। ଏବେ ବି ସର୍ଭେଲାନ୍ସ ଜାରି ରହିଛି। ଯେଉଁ ମାନଙ୍କର ଥଣ୍ଡା କାଶ ଜ୍ଵର ଅଧିକ ଦିନ ରହୁଛି, ଯେପରି ଆଗରୁ କୋଭିଡ ଟେଷ୍ଟ କରାଯାଉଥିଲା ସେମିତି ଟେଷ୍ଟ କରାଯିବ। ଏବେ ଯାଏଁ ନୂଆ ଭାରିଏଣ୍ଟ ରାଜ୍ୟରେ ଚିହ୍ନଟ ହୋଇନାହିଁ। ଯଦି ଆସେ, ଜିନୋମ ସିକ୍ୱେନ୍ସ ପାଇଁ ପଠାଯିବ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Next Post