ତିନି ଜଣଙ୍କୁ ମିଳି ଭାରତ ରତ୍ନ। ଭାରତ ରତ୍ନ ଘୋଷଣା କଲେ କେନ୍ଦ୍ର ସରକାର। ପୂର୍ବ ପ୍ରଧାନମନ୍ତ୍ରୀ ନରସିହ୍ମା ରାଓଙ୍କୁ ଭାରତ ରତ୍ନ।ଚୌଧୁରୀ ଚରଣ ସିଂହଙ୍କୁ ଭାରତ ରତ୍ନ । ସେହିପରି ଡାକ୍ତର ଏମ.ଏସ ସ୍ୱାମୀନାଥଙ୍କୁ ମିଳିବ ଭାରତ ରତ୍ନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏକ୍ସ’ରେ ଏହା ଘୋଷଣା କରିଛନ୍ତି। ମୋଦି କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯାଇଥିବାରୁ ଆମ ସରକାର ଭାଗ୍ୟବାନ ।ଏହି ସମ୍ମାନ ଦେଶ ପ୍ରତି ତାଙ୍କ ଅତୁଳନୀୟ ଅବଦାନ ପାଇଁ ସମର୍ପିତ । କୃଷକଙ୍କ ଅଧିକାର ଓ କଲ୍ୟାଣ ପାଇଁ ସେ ନିଜ ସମଗ୍ର ଜୀବନକୁ ଉତ୍ସର୍ଗ କରିଥିଲେ। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବା ଦେଶର ଗୃହମନ୍ତ୍ରୀ ହୁଅନ୍ତୁ ଏବଂ ଜଣେ ବିଧାୟକ ଭାବରେ ମଧ୍ୟ ସେ ସର୍ବଦା ଦେଶ ନିର୍ମାଣକୁ ପ୍ରୋତ୍ସାହନ ଦେଇଥିଲେ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Next Post