ଦିଲ୍ଲୀରେ ଭୂକମ୍ପ ଝଟକା

ଅପରାହ୍ନ ୨.୫୩ରେ ଏହି ଭୂକମ୍ପ ଅନୁଭୂତ 

ଦିଲ୍ଲୀ- ଏନ୍‌ସିଆର ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ଭୂକମ୍ପ ଝଟକା। ଆଜି ଅପରାହ୍ନ ୨.୫୩ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଯୋଗୁ ଲୋକମାନେ ଭୟଭୀତ ହେଇ ବାହାରକୁ ଚାଲିଆସିଥିଲେ।