ଦେଶରେ ଉପରମୁହାଁ କରୋନା ଗ୍ରାଫ୍

ପୁଣି କାୟା ବିସ୍ତାର କଲାଣି କରୋନା ମହାମାରୀ। ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣର ଗ୍ରାଫ୍ ଉପରକୁ ବଢିବାରେ ଲାଗିଛି। ଦେଶରେ ଦିନକରେ ୧୨,୧୯୩ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୭,୫୫୬କୁ ବୃଦ୍ଧି ପାଇଛି। ଦେଶରେ ଗତକାଲି କରୋନା ସଂକ୍ରମଣରେ ୨୮ ଜଣଙ୍କର ମୃତ୍ୟୁ ହୋଇଛି।