ବିମାନରେ ବେଙ୍ଗାଲୁରୁରୁ ସାନ୍ ଫ୍ରାନ୍ସିସ୍କୋ ଯାଉଥିବା ଜଣେ ସାମ୍ବାଦିକଙ୍କ ଖାଦ୍ୟରେ ବ୍ଲେଡ୍ ବାହାରିଛି। ଏକ୍ସରେ ସାମ୍ବାଦିକ ମାଥ୍ୟୁରେସ୍ ପଉଲ୍ ସେୟାର୍ କରିଥିବା ପୋଷ୍ଟ ଅନୁସାରେ, ଏୟାର୍ ଇଣ୍ଡିଆ ବିମାନ ଏଆଇ୧୭୫ରେ ଆଳୁ ଭଜା ଓ ଚାଟ୍ ମଗାଇଥିଲେ। ଚାଟ୍ରେ ସେ ଏକ ବ୍ଲେଡ୍ଭଳି ଧାତୁ ଖଣ୍ଡ ପାଇଥିଲେ। ଦୈବାତ୍ ଏହାଦ୍ବାରା ତାଙ୍କର କିଛି କ୍ଷତି ହୋଇନାହିଁ, କିନ୍ତୁ ଏୟାର୍ ଇଣ୍ଡିଆର ଖାଦ୍ୟ ଛୁରିି ଭଳି କାଟିପାରେ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post