ଜମ୍ମୁ-କାଶ୍ମୀରରେ ସୁରକ୍ଷାବାହିନୀକୁ ସଫଳତା । ଏନକାଉଣ୍ଟରରେ ଟଳିଲା ଜଣେ ଆତଙ୍କବାଦୀ । ଆଜି ସକାଳେ କୁପୱାରାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସକାଳ ସମୟରେ ଏହି ଗୁଳି ବିନିମୟ ଆରମ୍ଭ ହୋଇଥିବା ବେଳେ ଏବେ ଯାଏଁ ଜଣେ ଆତଙ୍କୀ ନିପାତ ହୋଇଥିବା ଖବର ମିଳିଛି । କଶ୍ମୀରରେ ଗତ ୨୪ଘଣ୍ଟାରେ ଏହା ଦ୍ୱିତୀୟ ଏନକାଉଣ୍ଟର। ଗତ ମଙ୍ଗଳବାର ଦିନ ଏଲଓସିରେ ପୁଞ୍ଚ ଜିଲ୍ଲାରେ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ବେଳେ ସେନା ସହ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଯବାନ ଆହତ ହୋଇଥିଲେ। ପରେ ଚିକିତ୍ସାଧୀନ ଅବସ୍ଥାରେ ସେ ସହିଦ ହୋଇଥିଲେ।
Trending
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
Prev Post
Next Post