୨୦୨୦ ଗଲ୍ୱାନ୍ ସଂଘର୍ଷ ପରେ ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍ଏସି) ନିକଟରେ ଚୀନ୍ ସୈନିକମାନଙ୍କ ସହିତ ଭାରତୀୟ ସୈନିକମାନଙ୍କର ଆଉ ୨ଥର ସଂଘର୍ଷ ଘଟିଥିବା କଥା ‘ଏନ୍ଡିଟିଭି’ ରିପୋର୍ଟ କରିଛି।ପୂର୍ବରୁ ଜଣାପଡ଼ି ନ ଥିବା ଏ ଘଟଣା ଭାରତୀୟ ସେନା କର୍ମଚାରୀଙ୍କୁ ସାହସିକତା ପୁରସ୍କାର ପ୍ରଦାନ ସମୟରେ ଦିଆଯାଉଥିବା ପ୍ରଶସ୍ତିପତ୍ରରୁ ଜଣାପଡ଼ିଛି।ଗତ ସପ୍ତାହରେ ସେନାର ପଶ୍ଚିମ କମାଣ୍ଡ୍ ଆୟୋଜନ କରିଥିବା ପୁରସ୍କାର ଉତ୍ସବରେ ପ୍ରଦାନ କରାଯାଇଥିବା ପ୍ରଶସ୍ତିପତ୍ରରେ ଏ କଥା ଉଲ୍ଲେଖ ଅଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post