ଆଜି ଶକ୍ତିଶାଳୀ ଭୂକମ୍ପରେ ଥରିଲା ଆଫଗାନିସ୍ତାନ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରହିଛି । ଆଫଗାନିସ୍ତାନର ଉତ୍ତର ପଶ୍ଚିମ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି । ଭୂପୃଷ୍ଠରୁ ୧୦ କିଲୋମିଟର ଗଭୀରତାରେ ରହିଛି ଭୂକମ୍ପର କେନ୍ଦ୍ରସ୍ଥଳ। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଏହି ସୂଚନା ଦିଆଯାଇଛି । ତିନି ଦିନ ତଳେ ଆଫଗାନିସ୍ତାନରେ ୪.୭ ତୀବ୍ରତାର ଭୂକମ୍ପ ହୋଇଥିଲା । ଏଥିସହ ନେପାଳ ଓ ଭାରତର ବିଭିନ୍ନ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା ।
Trending
- ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
- ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ, ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
Next Post