ମଣିପୁରରେ ହିଂସା ଘଟଣାକୁ ଦୃଷ୍ଟିରେ ରଖି ପୋଲିସ ରାଜ୍ୟରେ ଇଣ୍ଟରନେଟ୍ ଉପରେ ଥିବା ପ୍ରତିବନ୍ଧକକୁ ଆହୁରି ୫ ଦିନ ବୃଦ୍ଧି କରିଛି। ମଣିପୁର ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ଜାରି କରାଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି, ସୁରକ୍ଷା ବାହିନୀ ସହ ସଂଘର୍ଷ, ନିର୍ବାଚିତ ସଦସ୍ୟଙ୍କ ବାସଭବନ ଆଗରେ ଭିଡ଼ ଲଗାଇବାକୁ ଚେଷ୍ଟା ଏବଂ ପୋଲିସ ଷ୍ଟେଶନ ସାମ୍ନାରେ ବିରୋଧ ପ୍ରଦର୍ଶନ ଆଜି ଘଟଣା ଏବେ ମଧ୍ୟ ରିପୋର୍ଟ କରାଯାଉଛି।ଯାହା ପାଇଁ ଇଣ୍ଟରନେଟ୍ ପ୍ରତିବନ୍ଧକକୁ ଆଉ ୫ ଦିନ ବଢାଇଦିଆଯାଇଛି। ଏହି ପ୍ରତିବନ୍ଧକ ଅକ୍ଟୋବର ୧୧ ସନ୍ଧ୍ୟା ୭.୪୫ ପର୍ଯ୍ୟନ୍ତ ବଳବତ୍ତର ରହିବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post