ଗତକାଲି ମଣିପୁରରେ ଜାତିଆଣ ହିଂସା ଜାରି ରହିଥିବା ବେଳେ ଅପରାହ୍ନରୁ ସମଗ୍ର ରାଜ୍ୟରେ ତୀବ୍ର ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଇମ୍ଫାଲର ଦୁଇଟି ଜିଲ୍ଲା ସମେତ ରାଜ୍ୟର ୫ଟି ଜିଲ୍ଲାରେ କର୍ଫ୍ୟୁ ଜାରି ହୋଇଛି ଏବଂ ହିଂସାକାରୀଙ୍କ ମୁକାବିଲା ପାଇଁ ଆରଏଏଫ୍ ମୁତୟନ କରାଯାଇଛି। ସୋସିଆଲ ମିଡିଆ ମାଧ୍ୟମରେ ହିଂସାର ପ୍ରସାର ପାଇଁ ବ୍ୟାପକ ଉଦ୍ୟମ ହେଉଥିବାରୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଇଣ୍ଟରନେଟ୍ ବନ୍ଦ ରଖାଯାଇଛି। କୁକି ଉଗ୍ରପନ୍ଥୀମାନେ ପୁଣି ସମଗ୍ର ରାଜ୍ୟରେ ହିଂସା ପାଇଁ ବଡ଼ ଧରଣର ଷଡ଼୍ଯନ୍ତ୍ର କରିଥିବାରୁ ସୁରକ୍ଷା ବଢ଼ାଇ ଦିଆଯାଇଛି। ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଗୁରୁବାର ପର୍ଯ୍ୟନ୍ତ ବନ୍ଦ ରହିଛି। ଆଜି ଇମ୍ଫାଲରେ ବିକ୍ଷୋଭକାରୀ ଛାତ୍ରମାନେ ରାଜଭବନ ଆଡ଼କୁ ଅଗ୍ରସର ହେଉଥିବା ବେଳେ ପୁଲିସ ସହ ସେମାନଙ୍କର ସଂଘର୍ଷ ହୋଇଥିଲା। ଏଥିରେ ୪୦ ଛାତ୍ର ଆହତ ହୋଇଛନ୍ତି।
Trending
- ରାଜଧାନୀରେ ଉଦଘାଟିତ ହେଲା ବହୁ ପ୍ରତିକ୍ଷିତ ନୂତନ ସଡ଼କ
- ପଶ୍ଚିମବଙ୍ଗରେ ୪ ହଜାର ଇଭିଏମ ପୋଡି ପାଉଁଶ
- ଫାଇଲ୍ ଚୋରି ଏକ ଯୋଜନାବଦ୍ଧ ଷଡ଼ଯନ୍ତ୍ର: ବିରଂଚି ନାରାୟଣ ତ୍ରିପାଠୀ
- MV କନଷ୍ଟେବଲ ଆଶୁତୋଷ ମୃଦଙ୍ଗିଆଙ୍କ ପୋଡ଼ି ହେବା ଘଟଣା ,ଚିକିତ୍ସାଧୀନ ଅବସ୍ଥାରେ କନଷ୍ଟେବଲ ଆଶୁତୋଷ ମୃଦଙ୍ଗିଆଙ୍କ ମୃତ୍ୟୁ
- ଓଡ଼ିଶାରେ ବିଜେପି ସରକାରକୁ ପୂରିଲା ୨ବର୍ଷ ,ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିଛାଟିଆ କୂଅରୁ ଜଣେ ଜୀବନ୍ତ ବ୍ୟକ୍ତି ଉଦ୍ଧାର ,୪ ଦିନ ପରେ କୂଅ ଭିତରୁ ଜୀବନ୍ତ ବ୍ୟକ୍ତି ଉଦ୍ଧାର
- ନାଇଡ଼ୁ କମିଶନ ତଦନ୍ତ ରିପୋର୍ଟ ଗାଏବ୍ ଘଟଣା,ଗୃହ ବିଭାଗ ଯୁଗ୍ମ ସଚିବଙ୍କ ଅଫିସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ
- କେନ୍ଦ୍ରାପଡ଼ା ଜିଲ୍ଲା ତିଖିରି ପଞ୍ଚାୟତର ଭାଇରାଲ ସରପଞ୍ଚ ଚାମେଲି ଓଝାଙ୍କୁ ଉଠାଇ ନେଲା ପୋଲିସ
- ଗୃହିଣୀଙ୍କ କାର୍ଯ୍ୟର ମୂଲ୍ୟ ପ୍ରତି ମାସ ୩୦,୦୦୦ ଟଙ୍କା – ସର୍ବୋଚ୍ଚ ନ୍ୟାୟାଳୟ
- ନିର୍ଦ୍ଵନ୍ଦ୍ଵରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ
Prev Post
Next Post