ଲୋକସଭା ନିର୍ବାଚନରେ ବିଜେପିକୁ ଚ୍ୟାଲେଞ୍ଜ କରିବା ଉଦ୍ଦେଶ୍ୟରେ ୨୬ଟି ଦଳ ଇଣ୍ଡିଆନ ନ୍ୟାସନାଲ ଡେମୋକ୍ରାଟିକ ଇନ୍କଲୁସିଭ ଆଲାଏନ୍ସ (ଇଣ୍ଡିଆ) ଗଠନ କରିଛନ୍ତି | ବିରୋଧୀ ଦଳର ପ୍ରଥମ ବୈଠକ ୨୩ ଜୁନ୍ ଦିନ ପାଟନାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ଆୟୋଜନ କରିଥିଲେ। ଏହି ବୈଠକ ପରେ ବିରୋଧୀ ଦଳମାନଙ୍କ ପକ୍ଷରୁ ନୀତିଶ ଏହି ମେଂଟର ସଂଯୋଜକ ହେବେ ବୋଲି ଆଲୋଚନା ହେଉଥିଲା । ବେଙ୍ଗାଲୁରୁ ବୈଠକରେ ବିରୋଧୀ ଦଳ ୟୁପିଏ ବଦଳରେ ନୂତନ ନାମ ଘୋଷଣା କରିଥିଲେ । ତେବେ ବର୍ତ୍ତମାନର ତାଜା ସୂଚନା ମୁତାବକ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ବିରୋଧୀ ଦଳ ‘ଇଣ୍ଡିଆ’ର ସଂଯୋଜକ କରାଯାଇପାରେ।
Trending
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
Prev Post
Next Post