ଅଗଷ୍ଟ ୯, ୨୦୨୩ ରେ ଆରମ୍ଭ ହୋଇଥିଲା, ‘ଆଜାତି କା ଅମୃତ ମହୋତ୍ସବ’ର ଏକ ଅଂଶ ଭାବରେ। ଏହା ଭାରତ ପାଇଁ ଚରମ ବଳିଦାନ ଦେଇଥିବା ସାହସୀ ବ୍ୟକ୍ତିବିଶେଷଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ଭାବରେ କାର୍ଯ୍ୟ କରେ। ଜାତୀୟ ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟପଥରେ ‘ମୋ ମୋଟି ମୋ ଦେଶ’ ଅଭିଯାନର ଅମୃତ କଳସର ଯାତ୍ରାର ସମାପନ ହୋଇଛି । ତେବେ ପ୍ରଧାନମନ୍ତ୍ରୀ ହାତରେ ଧରିଥିବା କଳସ ପ୍ରସ୍ତୁତି ପଛରେ ଥିଲା ଜଣେ ଓଡ଼ିଆ ଝିଅଙ୍କ ହାତ । ଅର୍ଥାତ୍ କଳସରେ ହୋଇଥିବା କଳାକୃତି ଆଙ୍କିଥିଲେ ଓଡ଼ିଆ ଝିଅ ସୂର୍ଯ୍ୟସ୍ନାତା ମହାନ୍ତି । ଅତି ସୁନ୍ଦର ଭାବରେ ସେ କଳସରେ ଆଙ୍କିଥିଲେ ବିଭିନ୍ନ ପ୍ରକାରର ରଙ୍ଗବେରଙ୍ଗର ଚିତ୍ର । ଯାହାକି ଥିଲା ଅତି ଆକର୍ଷଣୀୟ ।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Prev Post
Next Post