ନରେନ୍ଦ୍ର ମୋଦୀ ପୁଣି ହେବେ ପ୍ରଧାନମନ୍ତ୍ରୀ । ଆଜି ନେବେ ଶପଥ । ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କ ସହିତ ୩୦ ଜଣିଆ କ୍ୟାବିନେଟ ମଧ୍ୟ ଶପଥ ନେବ ବୋଲି ଜଣାପଡ଼ିଛି। କାହାକୁ ମନ୍ତ୍ରୀ କରାଯିବ, ଏନେଇ ସରକାରୀ ଭାବେ କିଛି କୁହାଯାଇନଥିଲେ ମଧ୍ୟ ବିଜେପିର କିଛି ନେତାଙ୍କ ନାମକୁ ନେଇ ଚର୍ଚ୍ଚା ଚାଲିଛି। ସେମାନଙ୍କ ମଧ୍ୟରେ ଅଛନ୍ତି ଅମିତ ଶାହ, ରାଜନାଥ ସିଂହ, ନୀତିନ ଗଡ଼କରୀ, ପୀୟୂଷ ଗୋଏଲ, ମନୋହର ଲାଲ ଖଟ୍ଟର, ଶିବରାଜ ସିଂହ ଚୌହାନ, ବାଂସରାଜ ବୋମ୍ମାଇ ଏବଂ ସର୍ବାନନ୍ଦ ସୋନୱାଲ। ଏହାସହିତ ସହଯୋଗୀ ଟିଡିପି (ତେଲୁଗୁ ଦେଶମ ପାର୍ଟି)କୁ ୪ଟି ମନ୍ତ୍ରୀ ପଦ ମିଳିବ ଏବଂ ଜେଡିୟୁକୁ ୨ଟି ମନ୍ତ୍ରୀ ପଦ ମିଳିବ ବୋଲି ଖବର ମିଳିଛି।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post