ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ ମିଳିଲା ‘ଜେଡ’ ବର୍ଗର ସୁରକ୍ଷା। କେନ୍ଦ୍ର ଗୃହ ମନ୍ତ୍ରାଳୟର ସୂତ୍ର ଅନୁଯାୟୀ, ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି)ର ଗୁଇନ୍ଦା ରିପୋର୍ଟ ଆଧାରରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ରାଜୀବ କୁମାରଙ୍କୁ ହତ୍ୟା ଧମକ ମିଳିଛି ନା ଅନ୍ୟ କିଛି ବିପଦ ରହିଛି, ସେ ବିଷୟରେ ଜଣାଇ ନାହିଁ ଗୃହ ମନ୍ତ୍ରାଳୟ। ଆଇବି ନିଜ ରିପୋର୍ଟରେ କ’ଣ ଦର୍ଶାଇଛି, ତାହା ସାମ୍ନାକୁ ଆସିନାହିଁ।
Trending
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
- ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
- ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ