ପଞ୍ଜାବରେ ଆମ୍ ଆଦମୀ ପାର୍ଟି (ଆପ୍) ସରକାର ଏବଂ ରାଜ୍ୟପାଳଙ୍କ ମଧ୍ୟରେ ବିବାଦ ତୀବ୍ର ହେବାରେ ଲାଗି ଥିବାରୁ ଆଗାମୀ ଦିନରେ ରାଷ୍ଟ୍ରପତି ଶାସନ ଲାଗୁ ହେବାର ସଂଭାବନା ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ବାରମ୍ବାର ରାଜ୍ୟପାଳଙ୍କ ନିର୍ଦେଶ ମାନୁନଥିବାରୁ ରାଜ୍ୟପାଳ ଚେତାବନୀ ଦେଇଛନ୍ତି ଯେ ମୁଖ୍ୟମନ୍ତ୍ରୀ ଭଗଓ୍ଵନ୍ତ ମାନ ସରକାରୀ ଚିଠିର ଉତ୍ତର ନ ଦେବାରୁ ସେ ରାଜ୍ୟରେ ରାଷ୍ଟ୍ରପତି ଶାସନ ପାଇଁ ସୁପାରିସ କରିପାରନ୍ତି। ଏହାକୁ ନେଇ ଏବେ ପଂଜାବ ରାଜନୀତି ଦିଲ୍ଲୀରେ ଆଲୋଚନା ହେଉଛି ।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
Prev Post
Next Post