ଗତକାଲି ଜିଓ ଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ଜାହାଜ ‘ସମୁଦ୍ର କୌସ୍ତୁଭ’ ମଝି ସମୁଦ୍ରରେ ଫସିଛି । ଇଞ୍ଜିନ୍ ତ୍ରୁଟି ଯୋଗୁ ଜାହାଜଟି ସମୁଦ୍ରରେ ଫସି ରହିଛି । ବଙ୍ଗୋପସାଗରରେ ବାତ୍ୟା ସତ୍ତ୍ବେ କୋଷ୍ଟଗାର୍ଡ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ପାରାଦ୍ଵୀପ ଠାରୁ ୩୫ ନଟିକାଲ ମାଇଲ ଦୂରରେ ଜାହାଜ ରହିଛି। ସେଠାରେ ICG ଜାହାଜ ଅମୋଘ ପାଟ୍ରୋଲ କରୁଛି। ଟଣା ହୋଇ ପାରାଦ୍ଵୀପ ବନ୍ଦରକୁ ଆସିବ ସମୁଦ୍ର କୌସ୍ତୁଭ। ଆଜି ସନ୍ଧ୍ୟାରେ ପାରାଦ୍ଵୀପ ବନ୍ଦରରେ ପହଞ୍ଚିବ। ‘ସମୁଦ୍ର କୌସ୍ତୁଭ’ରେ ୨୫ ଜଣ କ୍ରିଉ ମେମ୍ବର ଅଛନ୍ତି ।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Prev Post
Next Post