ଉତ୍ତର ସିକିମର ଲୋନାକ ହ୍ରଦ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଲାଚେନ ଉପତ୍ୟକାର ତିସ୍ତା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ମଙ୍ଗଳବାର-ବୁଧବାର ରାତି ପ୍ରାୟ ୧ ଟା ସମୟରେ ଘଟିଥିବା ବନ୍ୟାରେ ୨୩ ସେନା ଯବାନ ଭାସି ଯାଇଛନ୍ତି। ତାଙ୍କ ସନ୍ଧାନରେ ଉଦ୍ଧାର କାର୍ଯ୍ୟ ଚାଲିଛି।କେତେକ ସେନା ପ୍ରତିଷ୍ଠାନ ବନ୍ୟା ଯୋଗୁ ପ୍ରଭାବିତ ହୋଇଥିଲେ। ବହୁ ସେନା ଗାଡି ପାଣିରେ ବୁଡ଼ି ଯାଇଥିଲେ। ଏହି ଘଟଣା ସମ୍ପର୍କରେ ପ୍ରତିରକ୍ଷା ପିଆରଓ ଗୁଆହାଟୀ ଏନେଇ ଏକ ବିବୃତ୍ତି ଜାରି କରିଛନ୍ତି
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post