ହରିୟାଣାରେ ଭୂକମ୍ପ ଝଟ୍କା ଲାଗିଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୨.୬ ରହିଛି। ଏହି ଭୂକମ୍ପ ଯୋଗୁ ରୋହତକ ଏବଂ ଏହାର ଆଖପାଖ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ରବିବାର ରାତି ୧୧.୨୬ରେ ଏହି ଭୂକମ୍ପ ଘଟିଛି। ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରୋହତକଠାରୁ ୭ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବରେ ଥିବା ଖେଡି ସାଦ ଗ୍ରାମରେ ରହିଛି। ପୃଥିବୀର ପାଞ୍ଚ କିଲୋମିଟର ତଳେ ଗତିବିଧି ରେକର୍ଡ କରାଯାଇଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post