ଆସନ୍ତା ଡିସେମ୍ବର ୪ ରୁ ଆରମ୍ଭ ହେବାକୁ ଯାଉଛି ସଂସଦର ଶୀତକାଳୀନ ଅଧିବେଶନ । ଏନେଇ ‘ଏକ୍ସ’ ଜରିଆରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଏହି ଅଧିବେଶନ ଡିସେମ୍ବର ୪ ରୁ ଆରମ୍ଭ ହୋଇ ଡିସେମ୍ବର ୨୨ ପର୍ୟ୍ୟନ୍ତ ଚାଲିବ ବୋଲି ଏଥିରେ ସୂଚନା ଦିଆଯାଇଛି । ଅଧିବେଶନରେ ଏହି ୧୯ ଦିନରେ ୧୫ଟି ବୈଠକ ହେବ ବୋଲି କୁହାଯାଇଛି ।ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ, ଶୀତ ଅଧିବେଶନରେ ୧୫ ଟି ବୈଠକ ହେବ ଯାହା ଡିସେମ୍ବର ୪ରୁ ଡିସେମ୍ବର ୨୨ ପର୍ୟ୍ୟନ୍ତ ଚାଲିବ। ଶୀତ ଅଧିବେଶନ ପ୍ରାୟତଃ ନଭେମ୍ବରର ତୃତୀୟ ସପ୍ତାହରୁ ଆରମ୍ଭ ହୋଇଯାଏ କିନ୍ତୁ ୫ ରାଜ୍ୟର ବିଧାନସଭା ନିର୍ବାଚନ କାରଣରୁ ଏହା ବିଳମ୍ବ ହୋଇଛି।
Trending
- ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର
- ଚଳନ୍ତା ଆମ ବସ୍ରେ ଲାଗିଲା ନିଆଁ
- ଲଗାତାର ୩୦ ଦିନ ଧରି ଗିରଫ ହେବା ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ପଦ ହରାଇପାରନ୍ତି
- ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ
- ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
- ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମାରିଥିଲେ ଚାପୁଡ଼ା
- କୋଟା-ବୁନ୍ଦି ଠାରେ ଆନୁମାନିକ ୧୫୦୭ କୋଟି ଟଙ୍କା ବ୍ୟୟରେ ଗ୍ରିନ୍ ଫିଲ୍ଡ ବିମାନ ବନ୍ଦର
- ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା
- କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ
- ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
Prev Post
Next Post