ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ ସେ ଆହତ ହୋଇଥିବା କୁହାଯାଉଛି। ୨୦୨୨ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ ମମତା ଆହତ ହୋଇଥିଲେ। ଏହାପୂର୍ବରୁ ସେ ଘରେ ପଡ଼ିଯିବା ପରେ…

କଟିଲା କଂଗ୍ରେସ ଆଶାୟୀ ପ୍ରାର୍ଥୀ ମୋହନଙ୍କ ଟିକେଟ , ଟଙ୍କା ଫେରାଇବାକୁ ଦାବି କଲେ ମୋହନ ହେମ୍ବ୍ରମ

ଟିକେଟ୍ କଟିବା ପରେ ଟଙ୍କା ଫେରାଇବାକୁ ଦାବି କଲେ ମୋହନ ହେମ୍ବ୍ରମ୍ । କେନ୍ଦୁଝରରୁ କଂଗ୍ରେସ ଟିକେଟ୍ ଆଶାୟୀ ଥିବା ମୋହନ୍ କିଛି ଏଭଳି କ୍ଷୋଭ ପ୍ରକାଶ କରିଛନ୍ତି । ପ୍ରଥମେ ତେଲକୋଇ ବିଧାନସଭା ଓ ପରେ କେନ୍ଦୁଝର ଲୋକସଭା ଆସନରୁ ଲଢିବା ପାଇଁ ତାଙ୍କୁ ଆଶା ଦେଖାଇଥିଲା ଦଳ । ହେଲେ ପରେ ଟିକେଟ୍…

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି କି, ସୁର ଏକ ସଭାରେ ପହଞ୍ଚି କଂଗ୍ରେସ ଓ ବିଜେଡି କର୍ମୀଙ୍କୁ…

୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି

ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆଜି ନବରଙ୍ଗପୁର ସାଂସଦ ପାର୍ଥୀ ତଥା ପୂର୍ବତନ ସାଂସଦ ବଳଭଦ୍ର ମାଝି ଏକ ସାମ୍ବାଦିକ ସମ୍ମିଳନୀ କରି ସିଧାସଳଖ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କ ବିରୁଦ୍ଧରେ ଗର୍ଜିଛନ୍ତି। ଶାସକ ଦଳ ପାଇଁ ପ୍ରଚାରରେ ଆସି ଭି କେ ପାଣ୍ଡିଆନ କିପରି ଲୋକଙ୍କ…

ଅସହ୍ୟ ଟ୍ୱିନସିଟି, ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀରେ ୪୪.୬ ଡିଗ୍ରୀ ରେକର୍ଡ , ରେଡ୍ ଆଲର୍ଟ ଜାରି କଲେ ପାଣିପାଗ…

ଜଳୁଛି ରାଜଧାନୀ । ଅସହ୍ୟ ଗ୍ରୀଷ୍ମ ପ୍ରବାହ ପାଇଁ ଟ୍ୱିନସିଟି କୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଆଜି ଉଭୟ ଭୁବନେଶ୍ୱର ଓ କଟକ ସହରରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହାରି ଭିତରେ ରାଜଧାନୀ ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଛି ତାପମାତ୍ରା ।  ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀରେ…

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ ସୁଦ୍ଧା ଦଳ ସମୀରଙ୍କୁ ଟିକେଟ ଦେବା ନେଇ ପୁନଃବିଚାର ନ କଲେ ବିଜେଡିରୁ ସମୂହ ଇସ୍ତଫା ଦେବେ ବୋଲି କହିଛନ୍ତି ସମୀରଙ୍କ ସମର୍ଥକ। ସେ ସ୍ବାଧୀନ ଭାବେ ଲଢିବେ ବୋଲି…

ନୂଆପଡ଼ାରେ ଭିକେ ପାଣ୍ଡିଆନଙ୍କ ପ୍ରଚାର, ମିନି ଷ୍ଟାଡିଅମରେ ଜନସଭାକୁ ସମ୍ବୋଧନ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିଲେ…

ତୃତୀୟ ଦିନରେ ପ୍ରଚାର ମଇଦାନରେ ପାଣ୍ଡିଆନ । ଖଡିଆଳ ରୋଡରୁ ନୂଆପଡା ୧୨ କିଲୋମିଟର, ବିରାଟ ରୋଡ ଶୋ କରିଛନ୍ତି । ଜନତାଙ୍କୁ ସମ୍ବୋଧନ କରିଥିଲେ । ପ୍ରଚାର ବେଳେ ବିଜେପିକୁ ଟାର୍ଗେଟ କରିଛନ୍ତି । ଆପଣଙ୍କ ଜୋଶ ବିଶାଳ ଉପସ୍ଥିତି ଦେଖି ବିରୋଧୀଙ୍କ ନିଦ ହଜୁଛି । ନା ଡବଲ, ନା ସିଙ୍ଗଲ, ଓଡିଶାରେ…

ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ!

ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍‌ ଇଣ୍ଡିଆର କିମ୍ବଦନ୍ତୀ କ୍ରିକେଟର ଯୁବରାଜ ସିଂହଙ୍କୁ…

ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ

ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର କ୍ଷେପଣାସ୍ତ୍ର ଲୋହିତ ସାଗରରେ ଥିବା ଆଣ୍ଡ୍ରୋମିଡା ଷ୍ଟାର ତେଲ ଟ୍ୟାଙ୍କରକୁ ଟାର୍ଗେଟ କରିଛି। ସେ କହିଛନ୍ତି ଯେ ଗାଜା ଯୁଦ୍ଧରେ ଇସ୍ରାଏଲ ସହିତ ଯୁଦ୍ଧ କରୁଥିବା…

ଗୋ ଫାଷ୍ଟ୍‌’କୁ ଝଟ୍‌କା

ଗୋ ଫାଷ୍ଟ୍‌କୁ ଆଜି ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ଗୋ ଫାଷ୍ଟ୍‌ ନିକଟରେ ଲିଜ୍‌ରେ ଥିବା ବିମାନଗୁଡ଼ିକର ପଞ୍ଜୀକରଣ ବାତିଲ କରିବା କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ହାଇକୋର୍ଟ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ)କୁ ଆଦେଶ ଦେଇଛନ୍ତି। ୫ ଦିନ ଭିତରେ ଏହାକୁ…