ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ ଏଥିରେ କାର୍ସିନୋଜେନିକ ବା କ୍ୟାନସର ସୃଷ୍ଟି କରୁଥିବା ତତ୍ତ୍ୱ ଥିବା ନେଇ ସନ୍ଦେହ ପ୍ରକାଶ କରିଛନ୍ତି ଦୁଇ ଦୁଇଟି ଦେଶ। କେବଳ ଏତିକି ନୁହେଁ ଭାରତର ଏହି…

ଆଗୁଆ ଖରାଛୁଟି ଯୋଗୁଁ ପିଲାଙ୍କୁ ମିଳିବ ୧୨ ଦିନର ମଧ୍ୟାହ୍ନ ଭୋଜନ , ପିଲାଙ୍କ ଅଭିଭାବକଙ୍କୁ ଦିଆଯିବ ଚାଉଳ, ଆକାଉଣ୍ଟକୁ…

ଆଗୁଆ ଖରାଛୁଟି ଯୋଗୁଁ ପିଲାଙ୍କୁ ମିଳିବ ୧୨ ଦିନର ମଧ୍ୟାହ୍ନ ଭୋଜନ । ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟ ସରକାର ସ୍କୁଲ ଗୁଡ଼ିକୁ ଆଗୁଆ ଖରା ଛୁଟି କରିଛନ୍ତି । ଏଥିପାଇଁ ପିଏମ୍ ପୋଷଣ ଯୋଜନା ଅଧିନରେ ମଧ୍ୟାହ୍ନ ଭୋଜନ ବାବଦ ଚାଉଳ ଓ ରନ୍ଧନ ଖାଦ୍ୟ ସାମଗ୍ରୀ ବାବଦ ଅର୍ଥ ଛାତ୍ରଛାତ୍ରୀଙ୍କୁ ପ୍ରଦାନ…

୩୬ଟି ଜାଗାରେ ନିର୍ବାଚନୀ ପ୍ରଚାର କରିବେ ନବୀନ ପଟ୍ଟନାୟକ , ଭିକେ ପାଣ୍ଡିଆନ ମଧ୍ୟ ୧୦୨ଟି ସ୍ଥାନରେ କରିବେ ସଭା

ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ପରେ ଶେରଗଡ଼ରେ ବି ନିର୍ବାଚନୀ ପ୍ରଚାର କରିଛନ୍ତି ବିଜେଡି ସୁପ୍ରିମୋ । ତେବେ ମିଳିଥିବା ସୂଚନା ମୁତାବକ, ରାଜ୍ୟର ୨୧ଟି ସଂସଦୀୟ କ୍ଷେତ୍ରର ୩୬ଟି ଜାଗାରେ ନିର୍ବାଚନୀ ପ୍ରଚାର କରିବେ ନବୀନ ପଟ୍ଟନାୟକ ।…

ବଦଳିଲା ପାଗ .ଆଗାମୀ ୩ ଘଣ୍ଟା ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା

ବଦଳିଲା ଭୁବନେଶ୍ୱରର ପାଗ । ଆଗାମୀ ୩ଘଣ୍ଟା ଘୂଣ୍ଣିଝଡ ଓ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଘୂଣ୍ଣିଝଡ ଓ ବର୍ଷା ବ୍ରଜପାତ ନେଇ ଆଶଙ୍କା କରିଛି ବିଭାଗ । ଏଥିସହ କିଛି ଜିଲ୍ଲାକୁ ସତର୍କ ସୂତନା ଜାରି କରିଛି ବିଭାଗ ।ରାୟଗଡା, ଗଂଜାମ ,କଟକ ,ଖୋର୍ଦା ଭୁବନେଶ୍ୱର, ପୁରୀ ନୟାଗଡ, ଓ…

ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ

ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର ଫେସବୁକରେ ଏକ ପୋଷ୍ଟ କରି ନବୀନଙ୍କ ଆର୍ଶୀବାଦ ଲୋଡିଛନ୍ତି ଅନୁଭବ। ସେ କହିଛନ୍ତି, ସବୁବେଳେ ନିଜ ପ୍ରତିଶ୍ରୁତି ଅନୁଯାୟୀ ଜାଗ୍ରତ ହେବାକୁ…

ଚର୍ଚ୍ଚାରେ ଶ୍ରଦ୍ଧା କପୁର

ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଭିଡିଓରେ ଶ୍ରଦ୍ଧା ଏକ ଜୁଏଲେରୀ ଦୋକାନରେ ଗ୍ରାହକଙ୍କୁ ଅଳଙ୍କାର ବିକ୍ରି…

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି। ଏଭଳି କରି କେହି କେବେ ସଫଳ ହେବେନି। ଓଡ଼ିଶାବାସୀ ବିରୋଧୀଙ୍କ ଅସଲ ରୂପ ଜାଣିଛନ୍ତି। ଆପଣଙ୍କ ଆଶୀର୍ବାଦରେ…

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ ସାଢ଼େ ୧୦ଟାରେ ହିଞ୍ଜିଳିରେ ଆୟୋଜିତ ଏକ ଜନସଭାରେ…

ଆଜିର ରାଶିଫଳ

ମେଷ: ନିଜର କାର୍ଯ୍ୟସୂଚୀ ପରିବର୍ତ୍ତନ କରିବେ। ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ। ଆର୍ଥିକ ସ୍ଥିତିରେ ସୁଧାର ହେବ। ବୈବାହିକ ଜୀବନ ସୁଖକର ହେବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ। ବୃଷ: ଭବନ ନିର୍ମାଣ କରୁଥିବା ଲୋକଙ୍କୁ ନୂଆ କାମ ମିଳିବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ।…

ଚର୍ଚ୍ଚାରେ ‘୨ଜି ସ୍ପେକ୍ଟ୍ରମ’

୨୦୧୨ ମସିହା ‘୨ଜି ସ୍ପେକ୍ଟ୍ରମ’ ଆବଣ୍ଟନ ମାମଲାରେ ସୁପ୍ରିମକୋର୍ଟ ଦେଇଥିବା ରାୟର ସଂଶୋଧନ ପାଇଁ କେନ୍ଦ୍ର ସରକାର ଆବେଦନ କରିଛନ୍ତି। ଉକ୍ତ ରାୟରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ ନିଲାମ ଜରିଆରେ ସ୍ପେକ୍ଟ୍ରମ ସମ୍ବଳର ଆବଣ୍ଟନ କରାଯିବ। ୨୦୧୨ ରାୟ‌ରେ ମଧ୍ୟ ‌ସୁପ୍ରିମକୋର୍ଟ ଉପା…