ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟାଙ୍କା ଦୁର୍ଘଟଣାର

ବର୍ତ୍ତମାନ ଟିଭି ଇଣ୍ଡଷ୍ଟ୍ରିରୁ ଏକ ଖରାପ ଖବର ଆସିଛି । ରିପୋର୍ଟ ଅନୁସାରେ, ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟାଙ୍କା ତ୍ରିପାଠୀ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି । ଦିବ୍ୟାଙ୍କାଙ୍କ ପିଆର ଟିମ୍ ତାଙ୍କ ଦୁର୍ଘଟଣାର ଖବର ସମସ୍ତଙ୍କ ସହ ସେୟାର କରିଛନ୍ତି । ଖବର…

ଶରୀର ପାଇଁ ଉପକାରୀ ଜିରା

ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା ପୋଷକ ତତ୍ତ୍ୱ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଜାଣନ୍ତୁ ଏହାର ଏକାଧିକ ଉପକାରିତା ସମ୍ପର୍କରେ…ଗ୍ୟାସ୍‌, ଏସିଡିଟି, ବଦହଜମୀ ଭଳି ସମସ୍ୟା ବର୍ତ୍ତମାନ ଅନେକଙ୍କଠାରେ…

ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯ ରନରେ ପରାସ୍ତ କରିଛି। ଏଥି ସହିତ ଏହି ବିଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ପହଞ୍ଚିଛି। ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ୭ଟି ମ୍ୟାଚରେ ୬ ପଏଣ୍ଟ ପାଇଛି । ତେବେ ପଞ୍ଜାବ…

ବଦଳିଲା ଇପିଏଫ୍‌ଓ ନିୟମ

ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ ପରିବର୍ତ୍ତନ କରାଯାଇଛି। ଏହା ସହ ଚିକିତ୍ସା ପାଇଁ ପିଏଫ୍‌ରୁ ଟଙ୍କା ଉଠାଇବା ସହଜ ହୋଇଯାଇଛି। ବର୍ତ୍ତମାନ ଚିକିତ୍ସା ଆବଶ୍ୟକ ହେଲେ ହିତାଧିକାରୀମାନେ ସହଜରେ ଅଧିକ ଟଙ୍କା ଉଠାଇପାରିବେ।ଇପିଏଫ୍‌ଓର ଏହି ପରିବର୍ତ୍ତନ ଅନୁଚ୍ଛେଦ ୬୮ଜେ ଅନୁଯାୟୀ,…

ଏଟିଓ ନିଯୁକ୍ତିକୁ ନେଇ ଜରୁରୀ ସୂଚନା

ଓଡ଼ିଶା ବେଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ (ଡିଟିଇଟି) ଅଧିନରେ ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର (ଏଟିଓ)ଙ୍କୁ ନିଯୁକ୍ତି ଦିଆଯିବ । ଏହି ପଦ ପାଇଁ ବର୍ତ୍ତମାନ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ଏହା ମଧ୍ୟରେ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଜାରି ହୋଇଛି ଏକ ଜରୁରୀ…

ଶଙ୍ଖ ଛାଡ଼ି ପଦ୍ମ ଧରିବେ ପ୍ରସନ୍ନ ପାଟ୍ଟଶାଣୀ

ବିଜେଡିର ଆଗ ଧାଡ଼ିର ନେତା ପ୍ରସନ୍ନଙ୍କ ନେଇ ଏବେ ବଢିଛି ଚର୍ଚ୍ଚା । ଆଜି ଏହି ବିଜେଡି ନେତା ନୂଆଦିଲ୍ଲୀ ଗସ୍ତ କରିଥିବା ସୂଚନା ମିଳିଛି । ତେବେ ଏହି ଗସ୍ତ ପରେ ଆରମ୍ଭ ହୋଇଛି ଜୋରଦାର ଚର୍ଚ୍ଚା । ଦୀର୍ଘ ଦିନର ସମ୍ପର୍କ ତୁଟାଇ ଏବେ ଦଳ ଛାଡ଼ିପାରନ୍ତି ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ।…

ମତଦାନ ଆରମ୍ଭ: ୬ଟି ଭାଷାରେ ଟ୍ବିଟ୍‌ କରି ବହୁଳ ସଂଖ୍ୟାରେ ଭୋଟ୍‌ ଦେବାକୁ ନିବେଦନ କ‌ଲେ ମୋଦୀ

ଶୁକ୍ରବାର ସକାଳେ ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଏସବୁ ଆସନରେ ଭୋଟଗ୍ରହଣ ଆରମ୍ଭ ହୋଇଛି ।ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ (୬୦ ଆସନ) ଏବଂ ସିକ୍କିମ (୩୨ ଆସନ) ବିଧାନସଭା ଆସନ ପାଇଁ ବି ଭୋଟ ଗ୍ରହଣ ହେଉଛି । ମତଦାନ ଆରମ୍ଭ ହେବାପରେ…

ଆଜିର ରାଶିଫଳ

ମେଷ: ପରିବାର ଲୋକଙ୍କ ସହିତ ବସି କଥା ହେବେ। ଅଚାନକ ଧନ ଆସିବା ଯୋଗୁଁ ଆର୍ଥିକ ସ୍ଥିତି ମଜଭୁତ ହେବ। ଆପଣଙ୍କୁ ବଡ଼ ସଫଳତା ମିଳିବାର ଯୋଗ ଅଛି। ବୃଷ: ଆଧ୍ୟାତ୍ମିକ ଓ ଧାର୍ମିକ ପ୍ରସଙ୍ଗରେ ରୁଚି ବଢ଼ିବ। ଜମି ସମ୍ବନ୍ଧୀୟ କାମରେ ଅର୍ଥ ଲଗାନ୍ତୁ ଲାଭ ହେବ। ଚାକିରିଆ ଆଗକୁ ବଢ଼ିବାର ମଉକା…

ଗୁଳୁଗୁଳି ସାଙ୍ଗକୁ ଜନଜୀବନକୁ ଅସ୍ତବ୍ୟସ୍ତ

ଭୁବନେଶ୍ବର: ସକାଳ ସାଢ଼େ ୮ଟା ବେଳେ ତାପମାତ୍ରା ଥିଲା ୩୩.୪ ଡିଗ୍ରି। ସାଢ଼େ ୧୧ଟା ବେଳକୁ ତାହା ୪୦.୬ ଡିଗ୍ରିରେ ପହଞ୍ଚିଥିଲା। ଅପରାହ୍ଣ ସାଢ଼େ ୨ଟା ବେଳକୁ ପାରଦ ୪୩.୬ ଡିଗ୍ରି ଛୁଇଁଥିଲା। ଅର୍ଥାତ୍‌ ୬ ଘଣ୍ଟା ମଧ୍ୟରେ ୧୦.୨ ଡିଗ୍ରି ବୃଦ୍ଧି ପାଇଥିଲା ଭୁବନେଶ୍ବର ସହରର ତାପମାତ୍ରା। କେ‌ବଳ ଯେ…