ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ
ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ ଯେକୌଣସି ପ୍ରକାରର ନିର୍ଯ୍ୟାତନାକୁ ମୁକାବିଲା କରିବ।
ଏସିପି…