କଂଗ୍ରେସରୁ ଆଉଟ୍‌ ହେବେ ସୁର ରାଉତରାୟ!

ବୁଧବାର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପକ୍ଷରୁ ସୁରଙ୍କୁ କାରଣ ଦର୍ଶାଅ ନୋଟିସ୍‌ ପଠାଯାଇଛି। ନୋଟିସ୍‌ରେ କାହିଁକି ପୁଅ ମନ୍ମଥ ରାଉତରାୟ ପାଇଁ ଭୋଟ ମାଗୁଛନ୍ତି ବୋଲି କୁହାଯାଇଛି। ଏନେଇ ପିସିସି ସଭାପତି ସୁରଙ୍କୁ ଜବାବ ମାଗିଛନ୍ତି। କିଛିଦିନ ପୂର୍ବରୁ ସୁରଙ୍କ ସାନପୁଅ ମନ୍ମଥ…

‘ଓଡ଼ିଶା ପରିବର୍ତ୍ତନ” ନାମରେ ଗୀତ ଗାଇଲେ କଣ୍ଠଶିଳ୍ପୀ କୈଳାଶ ଖେର

ଦେଶର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ପଦ୍ମଶ୍ରୀ କୈଳାଶ ଖେର ସାମାଜିକ ଗଣମାଧ୍ୟମ ଜରିଆରେ ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” ପୋଷ୍ଟ୍ କରିଛନ୍ତି । କୈଳାଶ ଖୈର ଟ୍ୱିଟ୍ କରିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’ ସମ୍ବଲେଶ୍ୱରୀ ଓଡ଼ିଶାର ପବିତ୍ର ଭୂମିରେ ସବୁ ଦେବାଦେବୀ ମାନେ ସଙ୍କେତ…

କେଜ୍ରିୱାଲଙ୍କ ପାଇଁ ୭ତାରିଖରେ ଅନଶନରେ ବସିବେ ଆପ୍ ନେତା ଆତିଶୀ ମାରଲେନା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଅବକାରୀ ନୀତି ମାମଲାରେ ଏବେ ତିହାର ଜେଲରେ ରହିଛନ୍ତି । ଏହାକୁ ବିରୋଧ କରି ଆମ୍ ଆଦମୀ ପକ୍ଷରୁ ଏପ୍ରିଲ ୭ ତାରିଖରେ ଦିଲ୍ଲୀର ଜନ୍ତରମନ୍ତ୍ରର ଠାରେ ଅନଶନ କରିବାକୁ ଯାଉଛି । ଏନେଇ ଆମ୍ ଆଦମୀ ପାର୍ଟିର ନେତା ଗୋପାଳ ରାୟ ସୂଚନା ଦେଇଛନ୍ତି । ଏନେଇ…

ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର

ଦକ୍ଷିଣ ଓଡ଼ିଶାରେ ସଶକ୍ତ ହେଉଛି ବିଜେଡି। ବୁଧବାର ସକାଳେ ବିଜେପିରୁ ଇସ୍ତଫା ଦେଇଥିବା ଭୃଗୁ ବକ୍ସିପାତ୍ର ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି। ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର।…

ବିଜେଡିରେ ସାମିଲ ହେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ବିଜେଡିରେ ସାମିଲ ହେଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ସେ ଆଜି ବିଜେଡିରେ ମିଶିଛନ୍ତି। ମାର୍ଚ୍ଚ ୨୯ ତାରିଖରେ ବିଜେପିରୁ ଇସ୍ତଫା ଦେଇଥିଲେ ପ୍ରକାଶ। ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିଲେ ପ୍ରକାଶ। ସେ ସେହି ବର୍ଷ…

ପ୍ରଚାର ମଇଦାନକୁ ଓହ୍ଲାଇଲେ ସୁଶାନ୍ତ ଓ ମନ୍ମଥ

ଭୁବନେଶ୍ବର ଲୋକସଭା ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଆଜି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଉତ୍ତର ଭୁବନେଶ୍ବର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଏମ୍‌ସିର ୧୭ ନମ୍ବର ୱାର୍ଡର ପଥରବନ୍ଧ ପଡ଼ିଆଠାରେ ଏକ ନିର୍ବାଚନୀ ସଭା ତଥା କର୍ମୀ ସମ୍ମିଳନୀରେ ସାମିଲ ହୋଇ ଡବଲ ଶଙ୍ଖରେ ଭୋଟ ଦେଇ…

ପାଇଲଟ୍‌ ସଙ୍କଟ, ଯାତ୍ରୀ ହଇରାଣ

ବିମାନ ସେବା କ୍ଷେତ୍ରରେ ଏକ ବଡ଼ ସଙ୍କଟ ଦେଖାଦେଇଛି ଯାହାର ପ୍ରଭାବରେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଟାଟା ଗ୍ରୁପ୍‌ ଅଧୀନରେ ପରିଚାଳିତ ହେଉଥିବା ଏୟାରଲାଇନ୍ସ ଭିସ୍ତାରାର ବିମାନଗୁଡ଼ିକର ଉଡ଼ାଣ ଅହେତୁକ ବିଳମ୍ବ ହେବା ଏବଂ ହଠାତ୍ ବାତିଲ ହେବା ଭଳି ଘଟଣା ଯୋଗୁଁ…

ଟି୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଘୋଷଣା

ଟି୨୦ ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡ ଟିମ୍‌କୁ ବଡ଼ ଝଟ୍‌କା ଲାଗିଛି। ଦଳର ଷ୍ଟାର ଖେଳାଳି ତଥା ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ମଙ୍ଗଳବାର ଆଗାମୀ ଟି୨୦ କ୍ରିକେଟ ବିଶ୍ୱକପ୍‌ରୁ ଓହରିଯାଇଛନ୍ତି। ଜଣେ ଅଲରାଉଣ୍ଡର ଭାବେ ସେ ତାଙ୍କ ଫିଟ୍‌ନେସ୍‌ ଓ ବୋଲିଂରେ ଉନ୍ନତି ଆଣିବା ଦିଗରେ ତାଙ୍କ…

ଉପକାରୀ ଅଙ୍ଗୁର

ଅଙ୍ଗୁରରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ଏଥିରେ ଥିବା ଆଣ୍ଟି ଅକ୍ସିଡ଼ାଣ୍ଟ ତତ୍ତ୍ୱ ଶରୀର ପାଇଁ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଦୀର୍ଘକାଳୀନ ତଥା କ୍ରୋନିକ୍‌ ରୋଗ ପାଇଁ ଅଙ୍ଗୁର ବେଶ୍‌ ଉପକାରୀ। କେବଳ ସେତିକି ନୁହେଁ, ଏହାକୁ ନିୟମିତ ଖାଇବା…

ଅବସର ନେଲେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ସାଂସଦ ମନମୋହନ ସିଂ ମଙ୍ଗଳବାର ରାଜ୍ୟସଭାରୁ ଅବସର ନେଇଛନ୍ତି। ଏହି ଅବସରରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଶ୍ରୀ ମନମୋହନଙ୍କୁ ଏକ ଚିଠି ଲେଖିଛନ୍ତି। ଏଥିରେ ସେ କହିଛନ୍ତି, ବର୍ତ୍ତମାନ ଆପଣ ଆଉ ରାଜ୍ୟସଭାରେ ରହିବେ ନାହିଁ ଏବଂ…