ଅଫିସରେ କେଉଁସବୁ କାର୍ଯ୍ୟଠାରୁ ଦୂରେଇ ରହିବା ଉଚ୍ଚିତ

ଅଫିସ୍‌ରେ ନିଜକୁ ଜଣେ ଭଲ କର୍ମଚାରୀର ପରିଚୟ ଦେବାକୁ ସମସ୍ତେ ଚାହାନ୍ତି। ହେଲେ କେବେ କେବେ ନିଜର ହିଁ କେତେକ ଭୁଲ ବ୍ୟକ୍ତିତ୍ୱ ଉପରେ ଆଞ୍ଚ ଆଣିଥାଏ। ତେଣୁ ଅଫିସରେ କେଉଁସବୁ କାର୍ଯ୍ୟଠାରୁ ଦୂରେଇ ରହିବା ଆବଶ୍ୟକ, ଜାଣିରଖନ୍ତୁ ସେ ସମ୍ପର୍କରେ… ସବୁବେଳେ ପ୍ରଶଂସା ପାଇବା ଆଶାରେ କାର୍ଯ୍ୟ…

ଭାରତୀୟ ଶେୟାର ବଜାର

ଏପ୍ରିଲ ପ୍ରଥମ ସପ୍ତାହର ପ୍ରଥମ ଦିନରୁ ଭାରତୀୟ ଶେୟାର ବଜାର ଏକ ଶକ୍ତିଶାଳୀ ଆରମ୍ଭ କରିଛି ଏବଂ ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ବଜାର ଖୋଲିବା ମାତ୍ରେ ୭୪,୧୦୧ ର ଏକ ଉଚ୍ଚ ସ୍ତରରେ ପହଞ୍ଚିଛି। ବଜାର ଖୋଲିବାର ୨୦ ମିନିଟ୍ ମଧ୍ୟରେ, ସେନ୍ସେକ୍ସ ଏବଂ…

ରିଲିଜ ହେବ ‘ସୈତାନ’

ଆର ମାଧବନ୍ ଏବଂ ଅଜୟ ଦେବଗନଙ୍କ ଫିଲ୍ମ ‘ସୈତାନ’ ମାର୍ଚ୍ଚ ୮ରେ ପରଦାରେ ମୁକ୍ତିଲାଭ କରିଥିଲା। ଏହି ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଧମାଲ କରିଛି | ଏହି ଚଳଚ୍ଚିତ୍ର ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ୧୩୮.୭୭ କୋଟି ଟଙ୍କା ରୋଜଗାର କରିଛି | ଆଉ ପ୍ରଶଂସକମାନେ ଓଟିଟିରେ ଏହି ଚଳଚ୍ଚିତ୍ରକୁ ଉତ୍ସାହର ସହିତ…

ଆଜିର ରାଶିଫଳ

ମେଷ: ସାଧାରଣ କଥାକୁ ବଡ଼ କରି ନିକଟସ୍ଥ କେହି ଜଣେ ବ୍ୟକ୍ତି କଳହ ସୃଷ୍ଟି କରିପାରନ୍ତି। ଦାମ୍ପତ୍ୟ ଜୀବନରେ ମନାନ୍ତର, ମତାନ୍ତର ଦେଖା ଦେଇପାରେ। ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ବୃଷ: ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କୁ ଆକୃଷ୍ଟ କରିବ।…

ପୂରା ବର୍ଷେ ପାଇଁ ଟେନସନ ଫ୍ରି

ଟେଲିକମ୍ ଦୁନିଆରେ ଜିଓର ନାମ ପ୍ରଥମ ହୋଇଥିବାବେଳେ ଭୋଡାଫୋନ୍ ଆଇଡିଆ ଓ ଏୟାରଟେଲର ନାମ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛି। ପରସ୍ପର ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ, କମ୍ପାନୀଗୁଡିକ ଦ୍ୱାରା ଅଧିକ ଲାଭ ସହିତ ରିଚାର୍ଜ ଯୋଜନାଗୁଡିକ ପ୍ରଦାନ କରାଯାଏ । Jio ର ଦୁଇଟି ଶସ୍ତା ରିଚାର୍ଜ…

ସଙ୍କଟରେ ଚେନ୍ନାଇ ସୁପରକିଙ୍ଗ୍ସ

ଅଧିନାୟକ ଋଷଭ ପନ୍ତଙ୍କ ପ୍ରତୀକ୍ଷିତ ଅର୍ଦ୍ଧଶତକ ସହ ଶେଷ ଓଭରଗୁଡ଼ିକରେ ବୋଲର୍‌ ସଫଳତାର ସହ ଧୋନି ଧମାକାକୁ ପ୍ରତିହତ କରି ଦିଲ୍ଲୀ କ୍ୟାପିଟାଲ୍ସ ତୃତୀୟ ମ୍ୟାଚ୍‌ରୁ ପ୍ରଥମ ବିଜୟ ହାସଲ କରିଛି। ସଫଳତମ ଦଳ ଚେନ୍ନାଇ ସୁପରକିଙ୍ଗ୍ସକୁ ୨୦ ରନ୍‌ରେ ହରାଇ ପଏଣ୍ଟ୍‌ ଖାତା ଖୋଲିଛି।ଦିଲ୍ଲୀ ୧୯୨…

ଆରମ୍ଭ ହେବ ଖରା ଛୁଟି

ମେ ୬ରୁ ସ୍କୁଲରେ ହେବ ଖରା ଛୁଟି। ଆଜି୨୦୨୪-୨୫ ଶିକ୍ଷାବର୍ଷ ପାଇଁ କ୍ୟାଲେଣ୍ଡର ଆସିଛି। ତେବେ ୨୦୨୪ ଶିକ୍ଷାବର୍ଷ ପାଇଁ ପ୍ରକାଶିତ କ୍ୟାଲେଣ୍ଡରରେ ସମସ୍ତ ଛୁଟି ବିବରଣୀ ପ୍ରକାଶ ପାଇଛି । ଓସେପା ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀ ପାଇଁ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି। ଚଳିତ…

ହମାସ ସହ ଯୁଦ୍ଧ ମଧ୍ୟରେ ମେଡିକାଲରେ ଭର୍ତ୍ତି ହେଲେ ଇସ୍ରାଏଲର ପ୍ରଧାନମନ୍ତ୍ରୀ

ହମାସ ସହିତ ୬ ମାସ ଧରି ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲରୁ ବଡ଼ ସୂଚନା ସାମ୍ନାକୁ ଆସୁଛି । ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ହଠାତ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଇସ୍ରାଏଲର ଗୁପ୍ତଚର ଏଜେନ୍ସି ମୋସାଦ ଏହି ସୂଚନାକୁ ସୋସିଆଲ ମିଡିଆ ପୋଷ୍ଟରେ ସେୟାର…

ଶସ୍ତାରେ ମିଳିବ LPG ଗ୍ୟାସ ସିଲିଣ୍ଡର

ଆଜିଠାରୁ ଆରମ୍ଭ ହେଉଛି ନୂଆ ଆର୍ଥିକ ବର୍ଷ । ଆର୍ଥିକ ବର୍ଷ ୨୦୨୪-୨୫ର ପ୍ରଥମ ଦିନରେ ଶସ୍ତା ହୋଇଛି ଏଲପିଜି ଗ୍ୟାସ ସିଲିଣ୍ଡର । ଆଜିଠାରୁ ରାଜଧାନୀରେ ଏଲପିଜି ସିଲିଣ୍ଡର ଦାମ୍ ୩୦.୫୦ ଟଙ୍କା ହ୍ରାସ ପାଇଛି । ଏହାସହିତ ବିଭିନ୍ନ ରାଜ୍ୟରେ ଗ୍ୟାସ ଦର ଶସ୍ତା ହୋଇଛି । ଆସନ୍ତା ନିର୍ବାଚନ…

ଆଜି ଉତ୍କଳ ଦିବସ

ଆଜି ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଆଉ ଗୌରବର ଦିନ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ପାଇଥିଲା ନୂତନ ପରିଚୟ । ଆଜି ଓଡ଼ିଶା ଇତିହାସ ପାଇଁ ଏକ ଅବିସ୍ମରଣୀୟ ଦିନ । ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶାକୁ ସ୍ୱତନ୍ତ୍ର ମାନ୍ୟତା ମିଳିଥିବାରୁ ଏହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ…