ଶଙ୍ଖ ଭବନରେ ସୁରଙ୍କ ପୁଅ

ଆଜି ବିଜେଡ଼ିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ । ନିଜ ହଜାର ହଜାର ସମର୍ଥକଙ୍କୁ ଧରି ବିରାଟ ପଟୁଆରରେ ଆସି ଶଙ୍ଖ ଭବନରେ ପହଞ୍ଚିଥିଲେ । ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ମନ୍ମଥ ରାଉତରାୟ । ଶଙ୍ଖ ଭବନରେ ପହଞ୍ଚି ମନ୍ମଥ କହିଛନ୍ତି, ନବୀନନଙ୍କ ନୀତି ଆଦର୍ଶରେ…

ଦ୍ୱାଦଶ ଶ୍ରେଣୀ ସାଇକୋଲୋଜି ପରୀକ୍ଷା ସ୍ଥଗିତ

ଦ୍ୱାଦଶ ଶ୍ରେଣୀ ସାଇକୋଲୋଜି ବିଷୟ ପରୀକ୍ଷା ସ୍ଥଗିତ କରାଯାଇଛି । ମାର୍ଚ୍ଚ ୨୭ ତାରିଖରେ ଏହି ପରୀକ୍ଷା ହେବା ନେଇ ପୂର୍ବରୁ ସ୍ଥିରୀକୃତ ହୋଇଥିଲା । ମାତ୍ର ପ୍ରଶ୍ନପତ୍ର ପ୍ୟାକେଟ୍ ହଜିଯିବା କାରଣରୁ ଉକ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ତେଣୁ ଭାରତୀୟ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ…

୭ବର୍ଷ ପରେ ଏକାଠି ହେଲେ

ଭାରତର ଲୋକପ୍ରିୟ ହାସ୍ୟ ଅଭିନେତା କପିଲ ଶର୍ମା ଓ ସୁନୀଲ ଗ୍ରୋଭର ଏକ ସୋ’ କରିବା ପାଇଁ ବିମାନରେ ଯାଉଥିବା ବେଳେ ଦୁହିଁଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ପରଠାରୁ ଦୁହେଁ ପରସ୍ପର ସହ କାମ କରିବା ବନ୍ଦ କରିଦେଇଥିଲେ। ଏବେ ୭ବର୍ଷ ପରେ ଦୁହେଁ ପୁଣି ଥରେ ଏକାଠି କାମ କରିବାକୁ ଯାଉଛନ୍ତି।…

ଚେନ୍ନାଇର ଦମ୍‌ଦାର ପ୍ରର୍ଦଶନ

ଚାଲିଚି ଆଇପିଏଲ୍‌ର ସପ୍ତଦଶ ସଂସ୍କରଣର ମ୍ୟାଚ । ଚେନ୍ନାଇ ସୁପର କିଙ୍ଗ୍‌ସ ଜାରି ରଖିଛି ଦମ୍‌ଦାର ପର୍ଦଶନ । ଗତ କାଲି ଖେଳା ଯାଇଥିବା ମ୍ୟାଚରେ ବିଜୟ ହାସଲ କଗିଛି ଚେନ୍ନାଇ ସୁପର କିଙ୍ଗ୍‌ସ । ଦମ୍‌ଦାର ବ୍ୟାଟିଂ ସାଙ୍ଗକୁ ଦମଦାର୍ ବୋଲିଂ ମଧ୍ୟ କରିଛି । ଯାହାଫଳରେ ଗୁଜରାଟ୍‌ ଟାଇଟନ୍ସକୁ…

ଅଧା ଜଳୁଛି, ଅଧା ଖରାପ

ଅନ୍ଧାରରେ ପୁରୀ-ଭୁବନେଶ୍ବର ୩୧୬ ନମ୍ବର ଜାତୀୟ ରାଜପଥ। ଆରମ୍ଭରୁ ଆଲୋକୀକରଣ ବ୍ୟବସ୍ଥା ଫେଲ୍‌। ଲାଗିଥିବା ଷ୍ଟ୍ରିଟ୍‌ଲାଇଟ୍‌ରୁ ଅଧା ଜଳୁଥିବା ବେଳେ ଅଧା ଖରାପ ଅବସ୍ଥାରେ। ଫଳରେ ସନ୍ଧ୍ୟା ଗଡ଼ିଲେ ଏହି ରାଜପଥରେ ଅନ୍ଧାର ରାଜୁତି କରୁଛି। ଫଳରେ ଦିନକୁ ଦିନ ପୁରୀ-ଭୁବନେଶ୍ବର ଜାତୀୟ ରାଜପଥରେ…

ଛତିଶଗଡରେ ବଡ ଏନକାଉଣ୍ଟର

ଛତିଶଗଡର ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ପୁଲିସ କହିଛି ଯେ ଆଜି ସକାଳେ ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଆଉ ଏହି ସମୟରେ…

ବାଲଟିମୋର ବ୍ରିଜ୍ ଦୁର୍ଘଟଣା

ଆମେରିକା ବାଲଟିମୋର ଦୁର୍ଘଟଣାରେ ୬ ଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି । କାର୍ଗୋସିପ୍ ଧକ୍କାରେ ବ୍ରିଜଟି ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା । ଫଳରେ ୬ ଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ସ୍ପଷ୍ଟ ଜଣା…

ଆଜିର ରାଶିଫଳ

ମେଷ: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନସ୍କାମନା ପୂର୍ଣ୍ଣ ହେବ । ଦାମୀଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ଜୀବନସାଥୀଙ୍କ ସମର୍ଥନ ଓ ବନ୍ଧୁଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇ ଦେବ। ବୃଷ: ପରିବାରରେ ଅନେକ ସମସ୍ୟାର…

ଆଜି ବନକଲାଗି ନୀତି

ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଚାରିଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ ।  ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ…

ଉପରମୁହାଁ ହେବା ସହ ବଢୁଛି ତାତି

ପାରଦ ଉପରମୁହାଁ ହେବା ସହ ବଢୁଛି ତାତି । ଏପରିକି କେତେକ ସହରରେ ତାପମାତ୍ରା 35 ରହିଛି ଡିଗ୍ରୀ ଉପରେ ।ଏପ୍ରିଲ ପ୍ରଥମ ସପ୍ତାହରୁ ବଢିବ ପାରଦ। ମୁଖ୍ୟତଃ ପାଗ ଶୁଖିଲା ରହିବ, ଶୁଷ୍କ ବାୟୁ ପ୍ରବାହିତ ହେବ। ଏହା ସହ ପଶ୍ଚିମା ଝଡ଼ ପ୍ରଭାବରେ ତାପମାତ୍ରା ବୃଦ୍ଧି ହେବା ନେଇ ଆକଳନ କରିଛି…