୫ମ ଥର ପାଇଁ ରାଷ୍ଟ୍ରପତି ହେଲେ ପୁଟିନ୍‌

ପୁଣି ପଞ୍ଚମ ଥର ପାଇଁ ଋଷିଆର ରାଷ୍ଟ୍ରପତ ହୋଇଛନ୍ତି ଭ୍ଲାଦିମିର ପୁଟିନ। ନିକଟରେ ହୋଇଥିବା ନିର୍ବାଚନରେ ତାଙ୍କୁ ୮୮ପ୍ରତିଶତ ଭୋଟ ମିଳିଛି । ଏବେ ସେ ଆଗାମୀ ୬ବର୍ଷ ପାଇଁ ଶାସନରେ ରହିବେ । କହି ରଖୁଛୁ କି ଗତ ୨୪ବର୍ଷରେ ପୁଟିନଙ୍କୁ ପରାସ୍ତ କରିବାରେ କେହି ସକ୍ଷମ ହୋଇନାହାନ୍ତି । ୟୁକ୍ରେନ…

ଆଜି ବିଶ୍ୱ ପଖାଳ ଦିବସ

ମାର୍ଚ୍ଚ ୨୦ ତାରିଖ ବିଶ୍ୱ ପଖାଳ ଦିବସ। ପଖାଳ ଆମ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଖରା ଦିନ ଆସିଲେ ସଭିଏଁ ଖୋଜିଥାନ୍ତି କଂସାଏ ପଖାଳ। ପଖାଳ ଦିମୁଠା ଓ ତୋରାଣି ଟିକେ ପିଇଦେଇ ଚଷା ପୁଅ ବାହାରିଯାଏ କ୍ଷେତକୁ। ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରିୟ ହେଉଛି ପଖାଳ। ଶ୍ରୀମନ୍ଦିରରେ…

ଟ୍ୱିନ୍ ସିଟିରେ ତୁହାକୁ ତୁହା ବର୍ଷା

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଜାରି ରହିଛି ତୁହାକୁ ତୁହା ବର୍ଷା । ଏଥିପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି ।୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା…

ଶିବ କିଏ?

ହିନ୍ଦୁ ଧର୍ମରେ ତ୍ରିଦେବଙ୍କ ମଧ୍ୟରେ ଭଗବାନ ଶିବଙ୍କର କାହାଣୀ ଏବଂ କିମ୍ବଦନ୍ତୀ ଅନେକ ରହିଛି । ତେବେ ଜାଣିବା ଜରୁରୀ ଯେ ପ୍ରକୃତରେ ଭଗବାନ ଶିବ କିଏ? ଏବଂ ତାଙ୍କର ପୌରାଣିକ କାହାଣୀ କଣ ରହିଛି ।ବହୁଧର୍ମ ପୁରାଣ ଶ୍ଲୋକ ଅନୁସାରେ ହରି ଏବଂ ହରଙ୍କ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ । ଯଦି…

ନବୀନଙ୍କ ଉତ୍ତରାଧିକାରୀ କିଏ??

ରାଜ୍ୟରେ ଥମୁନି ମେଣ୍ଟ ଚର୍ଚ୍ଚା । ଲୋକେ ପଛେ ଗପି ଗପି ଥକି ପଡିଲେଣି। ହେଲେ ମେଣ୍ଟ ଆଜି ହେବ କାଲି ହେବ କହି କେବେ ହେବ ତାହା ନେଇ ଚର୍ଚ୍ଚା ଲାଗି ରହିଛି। ତେବେ ଏନେଇ ଉଭୟ ଦଳର ଶୀର୍ଷ ନେତୃତ୍ୱ ମୁହଁ ଖୋଲୁ ନ ଥିବାବେଳେ ଏଭଳି ସମୟରେ 5T ଅଧ୍ୟକ୍ଷ ତଥା ବିଜେଡି ନେତା ଭିକେ ପାଣ୍ଡିଆନ ବଡ…

କୁଣ୍ଡରୁ ପିମ୍ପୁଡ଼ିି ଦୂରକରିବାର କେତୋଟି ସହଜ ଉପାୟ

କୁଣ୍ଡରେ ବିଭିନ୍ନ ଫୁଲ, ଫଳ, ପରିବା ଆଦି ଗଛ ଲଗାଇବାକୁ ଅନେକେ ଭଲ ପାଆନ୍ତି। ହେଲେ ଖରାଦିନେ କୁଣ୍ଡ ଭିତରେ ପିମ୍ପୁଡ଼ି ବସା ବାନ୍ଧିବା ଯୋଗୁ ଗଛ ଝାଉଁଳିପଡ଼ିବା କିମ୍ବା କେବେ କେବେ ମରିଯାଉଥିବା ଦେଖିବାକୁ ମିଳେ। ଯଦି ଆପଣ ବି ଏଥିପାଇଁ ଚିନ୍ତିତ ତେବେ ଜାଣିରଖନ୍ତୁ ପିମ୍ପୁଡ଼ି…

ଶରଦ ପାୱାର ଗୋଷ୍ଠୀର ନିର୍ବାଚନ ଚିହ୍ନ ଏବଂ ଦଳୀୟ ନାମ କ’ଣ ରହିବ?

ସୁପ୍ରିମକୋର୍ଟ ମଙ୍ଗଳବାର ଶରଦ ପାୱାରଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଶରଦ ପାୱାର ଗୋଷ୍ଠୀକୁ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦଳୀୟ ନାମ ‘ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି-ଶରଦ ଚନ୍ଦ୍ର ପାୱାର’ ଏବଂ ଦଳର ଚିହ୍ନ ‘ତୁରୀ ବଜାଉଥିବା ମନୁଷ୍ୟ’ ବ୍ୟବହାର କରିବାକୁ କୋର୍ଟ ଅନୁମତି…

ନିର୍ବାଚନ ଲଢିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର

ନିର୍ବାଚନ ଲଢିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର । ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସିଦ୍ଧାନ୍ତ ଏହି ବଡ ବୟାନ ଦେଇଛନ୍ତି। ନିର୍ବାଚନ ୨୦୨୪ ଲଢିବେ କି ନାହିଁ ଏନେଇ ମଧ୍ୟ ସ୍ପଷ୍ଟ କରିଛନ୍ତି। ଗତ କିଛି ଦିନ ପୂର୍ବରୁ ଅଭିନେତା ଅରିନ୍ଦମ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହାପରେ…

୨୦୨୬ରେ ଦେଶରେ ବୁଲେଟ୍ ଟ୍ରେନ୍ ଚାଲିବ

ଦେଶରେ ବୁଲେଟ ଟ୍ରେନ କେବେ ଚାଲିବ ତାହାକୁ ନେଇ ସାରା ଦେଶର ଲୋକେ ଅପେକ୍ଷା କରିଛନ୍ତି । ତେବେ ଶେଷ ହେବାକୁ ଯାଉଛି ଦେଶର ସବୁଠାରୁ ବଡ ପ୍ରତୀକ୍ଷାର ଅନ୍ତ । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବୁଲେଟ ଟ୍ରେନ କେବେ ଚାଲିବ ସେ ସମ୍ପର୍କରେ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି । ବୈଷ୍ଣବ…

ସିଏଏ ଉପରେ ରୋକ୍ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ

ସାରା ଦେଶରେ ନାଗରିକତା ସଂଶୋଧନ ଆଇନ୍ ବିରୋଧରେ ଦାଖଲ ହେଇଥିବା ୨ ଶହରୁ ଅଧିକ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ଆରମ୍ଭ ହେଇଛି । ସୁପ୍ରିମକୋର୍ଟ ସିଏଏକୁ ନେଇ କୌଣସି ବି ପ୍ରକାର ରୋକ୍ ଲଗାଇବାକୁ ସିଧା ସିଧା ମନା କରିଦେଇଛନ୍ତି । ଏଥିସହିତ କେନ୍ଦ୍ର ସରକାର ସିଏଏ ସମ୍ପର୍କରେ ଜବାବ ରଖିବାକୁ…