ପ୍ରଥମଥର ପାଇଁ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ଡିଜିଟାଲ ସାର୍ଟିଫିକେଟ
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ଡିଜିଟାଲ ସାର୍ଟିଫିକେଟ । ପରୀକ୍ଷାର୍ଥୀମାନଙ୍କୁ ପ୍ରଥମ ଥର ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଡିଜିଟାଇଜଡ ସାର୍ଟିଫିକେଟ ପ୍ରଦାନ କରିବ । ତେବେ ପରୀକ୍ଷା ଫଳାଫଳ ପ୍ରକାଶ ପାଇବାର ୭ ଦିନ ମଧ୍ୟରେ ଅନଲାଇନରେ ଏହି ସାର୍ଟିଫିକେଟ ପ୍ରଦାନ କରାଯିବ ।…