ଆଜିଠୁ କାଳବୈଶାଖୀ

ରାଜ୍ୟରେ ଗରମର ମାତ୍ରା ଧିରେ ଧିରେ ବଢ଼ିବାରେ ଲାଗିଛି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଚଳିତ ମାସରେ ୪୦ ଡିଗ୍ରୀ ଟପିଛି ଦିନ ତାପମାତ୍ରା। ମାତ୍ର ଏହାରି ମଧ୍ୟରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି ଆସନ୍ନ ବର୍ଷା।ଆସନ୍ତା ୨୪ ଘଣ୍ଟା ମଧ୍ଯରେ…

ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣା

ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଥିବା ଜଣାଯାଇଛି।  ତାଙ୍କ ପିଏସଓ ବି ଆହତ ହୋଇଛନ୍ତି।ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ରେଢ଼ାଖୋଲ ନିକଟ ଲୁହାପଙ୍କ ନିକଟରେ ଏକ ଗ୍ୟାସ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା। ଏହି ସମୟରେ…

ଶେୟାର ବଜାରରେ ଉତ୍ସାହ

ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷ କରି ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ…

ପଞ୍ଚମ ଥର ପାଇଁ ଶାସନ କ୍ଷମତା ହାତେଇ ପାରନ୍ତି ପୁଟିନ

ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ପାଇଁ ରୁଷିଆରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ଆଜି ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଭ୍ଲାଦିମିର ପୁଟିନ ପୁଣି ଥରେ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଛିଡା ହୋଇଛନ୍ତି। ପୁଟିନ ପଞ୍ଚମ ଥର କ୍ଷମତାକୁ ଫେରିବେ ବୋଲି ଆଶା କରାଯାଉଛି। ଏହା…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ଗୁରୁତର ଆହତ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ଆହତର ଫଟୋ ଭାଇରାଲ ହେବା ପରେ ଏହାକୁ ନେଇ ଚର୍ଚା ଆରମ୍ଭ ହୋଇଛି । କିଛି ଲୋକ କହୁଛନ୍ତି ନିର୍ବାଚନ ପୂର୍ବରୁ ଭୋଟ ପାଇବା ପାଇଁ ମମତା ଏପରି କରୁଛନ୍ତି ।  ସେପଟେ ପ୍ରଧାନମନ୍ତ୍ରୀ ମୋଦି…

ନିର୍ବାଚନୀ ବଣ୍ଡ୍ ତାଲିକା ପ୍ରକାଶ ପାଇଲା

ବହୁ ତର୍କ ବିତର୍କ ପରେ ଶେଷରେ ନିର୍ବାଚନୀ ବଣ୍ଡ୍ ତାଲିକା ପ୍ରକାଶ ପାଇଲା ।   ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ବ୍ୟକ୍ତି ଓ ସଂସ୍ଥାଗୁଡ଼ିକ ନିର୍ବାଚନୀ ବଣ୍ଡ୍‌ ଜରିଆରେ ପ୍ରଦାନ କରିଥିବା ଚାନ୍ଦାର ତଥ୍ୟକୁ ନିର୍ବାଚନ କମିସନ ତାଙ୍କ ୱେବସାଇଟ୍‌ରେ ସାର୍ବଜନୀନ କରିଛନ୍ତି। ଦୁଇଟି ଫାଇଲ୍‌ରେ ଏହି…

୪୨ ଥର ପାଇଁ ରଣଜୀ ଟ୍ରଫି ଜିତିଲା ମୁମ୍ବାଇ

ଫାଇନାଲ ମ୍ୟାଚ୍‌ର ଶେଷ ଦିନରେ ମୁମ୍ବାଇ ୧୬୯ ରନରେ ବିର୍ଦ୍ଦଭକୁ ହରାଇ ୪୨ ଥର ପାଇଁ ରଣଜୀ ଟ୍ରଫି ଜିତିଛି। ୨୦୧୫-୧୬ ପରେ ମୁମ୍ବାଇ ପ୍ରଥମଥର ଟ୍ରଫି କବଜା କରିଛି। ଦୀର୍ଘ ୮ ବର୍ଷ ପରେ ମୁମ୍ବାଇ କ୍ୟାମ୍ପକୁ ରଣଜୀ ଟ୍ରଫି ଫେରିଛି। ଅଜିଙ୍କ୍ୟ ରାହାଣେ ମୁମ୍ବାଇର ୨୬ତମ ଅଧିନାୟକ ଭାବେ ରଣଜୀ…

୨୦୨୯ରେ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ହେବ

ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପାଇଁ ପଥ ପରିଷ୍ପାର ହୋଇଛି । ବିଭିନ୍ନ ରାଜନୀତିକ ଦଳ, ବିଶେଷଜ୍ଞ ଓ ଅନ୍ୟ ଅଂଶିଦାରଙ୍କ ମତାମତକୁ ଯାଞ୍ଚ କରି ସର୍ବସମ୍ମତିକ୍ରମେ ଦେଶରେ ଏକକ ନିର୍ବାଚନ ହେବା ସପକ୍ଷରେ କମିଟି କହିଛି। ଏଥିପାଇଁ କେନ୍ଦ୍ର ସରକାର ଏମିତି ଏକ ଆଇନଗତ ବ୍ୟବସ୍ଥା ଆପଣାନ୍ତୁ, ଯାହା…

ରାଶିଫଳ

ଅଦ୍ୟ ମାର୍ଚ୍ଚ ମାସ ୧୫ ତାରିଖ ୨୦୨୪ ମସିହା(ଶୁକ୍ରବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ଫାଲଗୁନମାସ- ଶୁକ୍ଳପକ୍ଷ ତିଥି- ଷଷ୍ଠୀ ରାତ୍ରି ଘ୧୦/୦୪ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ ନକ୍ଷତ୍ର- କୃତ୍ତିକା ଦିବା ଘ୦୪/୪୦ ପର୍ଯ୍ୟନ୍ତ ତଦନ୍ତେ ରୋହିଣୀ…

ଲିଟର ଫିଛା ୨ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର

ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ଶସ୍ତା ହେଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ । କେନ୍ଦ୍ର ସରକାର ସାରା ଦେଶରେ ଉଭୟ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଲିଟର ପିଛା ୨ ଟଙ୍କା ହ୍ରାସ କରିଛନ୍ତି ।ମାର୍ଚ୍ଚ ୧୫ ଠାରୁ ଏହି ନୂତନ ତଥା ପରିବର୍ତ୍ତିତ ଦର ଲାଗୁ ହେବ । ପେଟ୍ରୋଲ ଓ ଡିଜେଲର ଦାମ କମିବା…