ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା । ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ।…