୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବାକୁ ନେଇ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି ,…

ପିଜିଟି ପଦ ପାଇଁ ନିଆଗଲା ୩ଟି ବଡ଼ ନିଷ୍ପତ୍ତି

୧୩୭୫ଟି ପୋଷ୍ଟ ଗ୍ରାଜୁଏଟ ଟିଚର (ପିଜିଟି) ପଦ ପୂରଣ ପାଇଁ ଗତ ଜାନୁଆରୀ ୩୧ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇ ମାର୍ଚ୍ଚ ୨ ଶେଷ ତାରିଖ ରହିଥିଲା । ୫୦ଟି ସରକାରୀ ଉଚ୍ଚ ମାଧ୍ୟମିକ ସ୍କୁଲ ଓ ୧୦୬ଟି ଅପଗ୍ରେଡେଟ ଉଚ୍ଚ ମାଧ୍ୟମିକ ସ୍କୁଲରେ ଗଣଶିକ୍ଷା ବିଭାଗ ଅଧିନରେ ଏହି ନିଯୁକ୍ତି ଦିଆଯିବ ।…

ପୋଲରେ ଝୁଲୁଛି ଆମ୍ବୁଲାନ୍ସ

ବାଲେଶ୍ୱରର ନୀଳଗିରିରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଦେଖାଯାଇଛି । ଭାରସାମ୍ୟ ହରାଇ ଗାଡ଼ିଟି ଏକ ନିର୍ମାଣାଧୀନ ପୋଲ ଉପରକୁ ମାଡ଼ି ଯାଇଛି । ଫଳରେ ଆଗକୁ ଯାଇ ନ ପରି ଅଧା ପୋଲରେ ଗାଡ଼ିଟି ଝୁଲି ରହିଛି । ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଆମ୍ବୁଲାନ୍ସ ଚାଳକ ଜଣକ ଫେରାର ହୋଇ…

୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୩ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ…

ଟ୍ରମ୍ଫଙ୍କ ପାଇଁ ଚିନ୍ତାରେ ଜେଲନସ୍କି

ଚଳିତ ବର୍ଷ ନଭେମ୍ବର ୫ରେ ହେବାକୁ ଥିବା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ପ୍ରତିଯୋଗିତା ହେବାକୁ ଯାଉଛି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଆମେରିକା ଖୋଲାଖୋଲି ଭାବେ ୟୁକ୍ରେନ ପକ୍ଷ ରଖିଛି। ସମର୍ଥନ କରିଛନ୍ତ। ଆମେରିକା…

ନିଜ ଜମି ଦାନ କଲେ ମୋଦି

 ଗୁଜରାଟର ରାଜଧାନୀ ଗାନ୍ଧୀନଗରସ୍ଥିତ ତାଙ୍କ ପ୍ଲଟକୁ ନାଦବ୍ରହ୍ମା କଳା କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାନ କରିଛନ୍ତି। ଭାରତର ସାଂସ୍କୃତିକ ଐତିହ୍ୟ ପ୍ରତି ତାଙ୍କର ସମ୍ମାନ ଏବଂ ପ୍ରତିବଦ୍ଧତା ପ୍ରକାଶ କରି ପ୍ରଧାନମନ୍ତ୍ରୀ ମୋଦି ଏହି ଜମି ଦାନ କରିଛନ୍ତି। ଏହି…

ବର୍ଷା ସମ୍ଭାବନା

ରାଜ୍ୟରେ ଏବେ ଏକାଧିକ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ମଙ୍ଗଳବାର ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଯେଉଁ ଘୂର୍ଣ୍ଣିଝଡ଼ର ପ୍ରଭାବ ରହିଥିଲା, ତାହା ବର୍ତ୍ତମାନ ଶାନ୍ତ ପଡ଼ିଛି । ଏବେ ଓଡ଼ିଶା ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକର ପ୍ରଭାବ ନାହିଁ । ଆଜି…

ଇଣ୍ଡୋନେସିଆରେ ଓଡ଼ିଆ ପୁଅଙ୍କ କଳାକୃତୀ

କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଆଦି ବିଭିନ୍ନ କ୍ଷେତ୍ରରେ ଆମ ରାଜ୍ୟରେ ପ୍ରତିଭାର ଅଭାବ ନାହିଁ । ବହୁ ପ୍ରତିଭା ଦେଶ, ବିଦେଶରେ ସୁନାମ ଅର୍ଜନ କରିଛନ୍ତି । ତେବେ ଏହା ମଧ୍ୟରେ ଜଣେ ଓଡ଼ିଆ ପୁଅ ପୁଣି ଥରେ ଓଡ଼ିଶା ପାଇଁ ସୁଖ୍ୟାତି ଆଣିଛନ୍ତି । ଓଡ଼ିଶାର ଜଣେ ପ୍ରସ୍ତରଶିଳ୍ପୀଙ୍କ କଳାକୃତି…

ଭାଗବତ ଟୁଙ୍ଗୀ ପାଇଁ ୫୦ ହଜାର

ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର । ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ ଗୌରବମୟ ପରିଚୟ।ଆମ…

ଆରମ୍ଭ ହେଲା CAA ଆବେଦନ ପ୍ରକ୍ରିୟା

ଗତକାଲି ସିଏଏ ବିଜ୍ଞପ୍ତି ଜାରି କରିଥିଲା କେନ୍ଦ୍ର ଗୃହ ମନ୍ତ୍ରାଳୟ । ୨୦୧୯ ଡିସେମ୍ବରରେ ସଂସଦରେ ପାସ୍ ହୋଇଥିଲା ଏହି CAA । ଏହା ଲାଗୁ ହେବା ପରେ ଅଣମୁସଲିମ୍ ଶରଣାର୍ଥୀଙ୍କୁ ମିଳିବ ଭାରତୀୟ ନାଗରିକତା । ସେଥିମଧ୍ୟରେ ୩ ପଡ଼ୋଶୀ ଦେଶର ଶରଣାର୍ଥୀଙ୍କୁ ମିଳିବ ନାଗରିକତ୍ୱ । ୩ ପଡ଼ୋଶୀ ଦେଶର…