ଚମକାଇଲା ଗବେଷକଙ୍କ ତଥ୍ୟ; ଗୋଟିଏ ନୁହେଁ, କାଳିଆର ଅଛି ଆଉ ଦୁଇଟି ରତ୍ନ ଭଣ୍ତାର

କେଉଁ ତଥ୍ୟ ଆଧାରରେ ହେବ ଜଗନ୍ନାଥ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି । ୧୯୭୮ ମସିହାର ତାଲିକାକୁ ଗୁରୁତ୍ୱ ଦିଆଯିବ ନା ପୁରୁଣା ତଥ୍ୟ ଉଖାରିବେ ରାଜ୍ୟ ସରକାର ଗଢ଼ିଥିବା ତଦାରଖ କମିଟି । ତେଣେ ବରିଷ୍ଠ ସେବକଙ୍କ ଦାବି କମିଟିରେ ଦେଉଳକରଣ ଓ ତଢଉ କରଣଙ୍କୁ ବି ସାମିଲ କରାଯାଉ । ଆଉ ଏସବୁ ଭିତରେ…

ଅମିତ ଶାହାଙ୍କୁ ଭେଟିଲେ ରାଜ୍ୟପାଳ

ରାଜ୍ୟରେ ଏବେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଜୋରଦାର ଚର୍ଚ୍ଚା ଚାଲିଛି। ଏହି ଚର୍ଚ୍ଚା ମଧ୍ୟରେ ରାଜ୍ୟପାଳ ରଘୁବର ଦାସ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଏନେଇ ରାଜ୍ୟପାଳ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌…

ଆଜିଠାରୁ ଦେଶରେ ଲାଗୁହେଲା ନାଗରିକତା ସଂଶୋଧନ ଆଇନ

ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କର ଏହା ଏକ ବଡ ପଦକ୍ଷେପ ବୋଲି କୁହାଯାଇଛି । ଏବେ ଏହି ଆଇନ ମାଧ୍ୟମରେ ଭାରତର ୩ ପଡୋସୀ ଦେଶର ଅଳ୍ପ ସଂଖ୍ୟକମାନଙ୍କୁ ଭାରତର ନାଗରିକତା ମିଳିପାରିବ । ଏନେଇ ସେମାନଙ୍କୁ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଅନଲାଇନ ପୋର୍ଟାଲରେ…

ଫୋପାଡ଼ି ଦେଉଛନ୍ତି କି ତରଭୁଜର ମଞ୍ଜି?

ଖରାଦିନେ ତରଭୁଜ ଖାଇବାକୁ ସମସ୍ତେ ବେଶ୍ ପସନ୍ଦ କରିଥା’ନ୍ତି। କାରଣ ଫଳ ମଧ୍ୟରେ ଏହା ଏକ ଏମିତି ଫଳ ଯେଉଁଥିରେ ୯୨ ପ୍ରତିଶତ ପାଣି ରହିଥାଏ । ସେଥିପାଇଁ ପିଲାଠୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତେ ତରଭୁଜ ଖାଇବାକୁ ପସନ୍ଦ କରନ୍ତି। କିନ୍ତୁ ଅନେକ ଜଣ ଅଛନ୍ତି ଯେଉଁମାନେ ତରଭୁଜ ଖାଉଥିବା…

FASTag ରିଚାର୍ଜ୍‌ କରିବା ହେଲା ସହଜ

ଇଲେକ୍ଟ୍ରୋନିକ୍ ଟୋଲ୍ ସଂଗ୍ରହ ପ୍ରଣାଳୀ ହେଉଛି FASTag । ଏହି ଇଲେକ୍ଟ୍ରୋନିକ୍ ଟୋଲ୍ ସଂଗ୍ରହ ଭାରତରେ ଆଦୃତ ହୋଇପାରିଛି । ପୂର୍ବରୁ ଟୋଲ୍‌ ପାଇଁ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଛିଡ଼ା ହେବାକୁ ପଡ଼ୁଥିଲା । ଏବେ ଆଉ ସେହି ସ୍ଥିତି ନାହିଁ ଏଣୁ ଟ୍ରାଫିକ ଜାମ ସ୍ଥିତିରୁ ବି ମୁକ୍ତି ମିଳିଛି…

ପ୍ରତ୍ୟେକ ଜିଲ୍ଲାରେ ଖୋଲିବ ‘କାଳିଆ କେନ୍ଦ୍ର’

ଆଜି ରାଜ୍ୟର ଚାଷୀମାନଙ୍କୁ ମିଳିବ କାଳିଆ ଯୋଜନାର ପରବର୍ତ୍ତୀ କିସ୍ତି । ଏହି ଯୋଜନା ଅଧୀନରେ ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଯୋଗାଇଦେବେ ରାଜ୍ୟ ସରକାର । ପ୍ରାୟ ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀ ଏହି ଯୋଜନା ଅଧୀନରେ ଉପକୃତ ହୋଇପାରିବେ । ରାଜ୍ୟର ୩୦ଟି ଜିଲ୍ଲାରେ…

NEET MDS 2024 ପରୀକ୍ଷା କେବେ ହେବ ?

ନ୍ୟସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ ଫର୍ ମାଷ୍ଟର୍ସ ଅଫ୍ ଡେଣ୍ଟାଲ ସର୍ଜରୀ(NEET MDS) 2024 ପରୀକ୍ଷା ପାଇଁ ଆବେଦନ ତାରିଖକୁ ବୃଦ୍ଧି କରିଛି । ବର୍ତ୍ତମାନ ଇଚ୍ଛୁକ ପ୍ରାର୍ଥୀମାନେ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ଆବେଦନ କରିପାରିବେ । କହିରଖୁଛୁ ମାର୍ଚ୍ଚ ୯ରେ ଉକ୍ତ ପରୀକ୍ଷା ପାଇଁ…

୨୦୨୪ ଓସ୍କାର ପୁରସ୍କାର ଘୋଷଣା

ପ୍ରତ୍ୟେକ ଷ୍ଟାର୍‌ ଓସ୍କାର ଜିତିବାର ସ୍ବପ୍ନ ଦେଖନ୍ତି। ଏକାଡେମୀ ପୁରସ୍କାର ଦୁନିଆର ସବୁଠାରୁ ଲୋକପ୍ରିୟ ପୁରସ୍କାର ସମାରୋହ ମଧ୍ୟରୁ ଅନ୍ୟତମ।  ୧୦ ମାର୍ଚ୍ଚ ୨୦୨୪ରେ ଲସ୍‌ ଏଞ୍ଜେଲ୍ସର ଡଲବି ଥିଏଟରରେ ୯୬ତମ ଏକାଡେମୀ ପୁରସ୍କାର ଅନୁଷ୍ଠିତ ହୋଇ ମାର୍ଚ୍ଚ ୧୧ ରେ ଓଟିଟି ପ୍ଲାଟଫର୍ମ ଡିଜ୍‌ନି…

ଭାରତକୁ ପଛରେ ପକାଇ ପାରିଲାନି ଅଷ୍ଟ୍ରେଲିଆ

ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୨ ମ୍ୟାଚ ବିଶିଷ୍ଟ ସିରିଜ୍‌ରେ କ୍ଲିନ୍‌ସୁଇପ୍‌ କରିଛି। ଲଗାତାର ଦୁଇଟି ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ଭାରତକୁ ପଛରେ ପକାଇ ପାରି ନାହିଁ। ନିକଟରେ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷ…

ଯୋଗୀ ସରକାରଙ୍କ ହୋଲି ଉପହାର

ହୋଲି ପୂର୍ବରୁ ରାଜ୍ୟ କର୍ମଚାରୀ ଏବଂ ପେନ୍‌ସନ୍‌ଭୋଗୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି ଯୋଗୀ ସରକାର। କେନ୍ଦ୍ର ସରକାରଙ୍କ ଅନୁଯାୟୀ, ବର୍ତ୍ତମାନ କର୍ମଚାରୀ ଏବଂ ପେନ୍‌ସନ୍‌ଭୋଗୀଙ୍କ ଡିଏକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ରାଜ୍ୟ କର୍ମଚାରୀମାନେ ଜାନୁଆରୀ ୨୦୨୪ରୁ ଡିଏରେ ଏହି ବୃଦ୍ଧିର ଲାଭ…