ବିଜେଡିରୁ ଇସ୍ତଫା ଦେଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ
ବିଜୁ ଜନତା ଦଳ(ବିଜେଡି)ର ପ୍ରାଥମିକ ସଦସ୍ୟ ପଦରୁ ଆଜି ଇସ୍ତଫା ଦେଇଛନ୍ତି ବାଲେଶ୍ୱର ଜିଲ୍ଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ଆଜି ଅପରାହ୍ନ ୪ଟା ବେଳେ ବାଲେଶ୍ୱର ସହର ଉପକଣ୍ଠ ସରସ୍ୱତୀପୁରସ୍ଥିତ ହେରିଟେଜ କଲ୍ୟାଣମଣ୍ଡପରେ ସାମ୍ବାଦିକ ସମ୍ମିଳନୀ ଡକାଇ ଶ୍ରୀ ଜେନା ଏହି ସୂଚନା…