ଦିଲ୍ଲୀ ଗଲେ ପାଣ୍ଡିଆନ ଓ ବବି
ରାଜ୍ୟରେ ବିଜେପି-ବିଜେଡି ମେଣ୍ଟ ନେଇ ଚର୍ଚ୍ଚା ଯେତିକି ବଢ଼ୁଛି ଆଶାୟୀଙ୍କ ହୃତ୍ସ୍ପନ୍ଦନ ସେତେ ବଢ଼ୁଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ସାଧାରଣ ସମ୍ପାଦକ (ସଂଗଠନ) ମାନସ ମହାନ୍ତି ଦିଲ୍ଲୀରେ ଅଛନ୍ତି। ଆଜି ସଂଧ୍ୟାରେ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଏବଂ…