ଟେବୁଲ ବୁକ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ-୨୦୨୩ କଫି ଟେବୁଲ ବୁକ୍ ଉନ୍ମୋଚନ କରିଛନ୍ତି। ଅଗ୍ରଣୀ ସ୍ପୋଟର୍ସ ମାଗାଜିନ ସ୍ପୋର୍ଟଷ୍ଟାର ଏହି ବହିର ପ୍ରକାଶକ। ଓଡ଼ିଶା କିପରି ଏହି ବିଶ୍ୱକପ୍କୁ ସଫଳତାର ସହ ଆୟୋଜନ କରି ସ୍ମରଣୀୟ କରିଛି ଏବଂ ରାଉରକେଲା ଓ ଭୁବନେଶ୍ୱର…