ନାଲକୋ ଜାରି କଲା ବିଜ୍ଞପ୍ତି
ନାଲକୋ ପକ୍ଷରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ଆସନ୍ତା ୪ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ଓ ତାହା ଏପ୍ରିଲ ମାସ ୨ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀମାନେ ନାଲକୋର ଅଫିସିଆଲ ୱେବସାଇଟକୁ ଯାଇ ଏ ବାବଦରେ ସବିଶେଷ ତଥ୍ୟ ପାଇ ପାରିବେ । ଏହି ନିଯୁକ୍ତି…