କିଏ ଜନତାଙ୍କ ପ୍ରଥମ ପସନ୍ଦ?
ରାଜ୍ୟସଭା ନିର୍ବାଚନ ଶେଷ ହୋଇସାରିଛି । ଆଗାମୀ ଦୁଇ ମାସ ଭିତରେ ଲୋକସଭା ନିର୍ବାଚନ ହେବାର ସମ୍ଭାବନା ରହିଛି । ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏହି ବାବଦରେ କୌଣସି ସୂଚନା ପ୍ରଦାନ କରାଯାଇନାହିଁ । ଅନୁମାନ କରାଯାଉଛି ଯେ, ନିର୍ବାଚନ ଆୟୋଗ ସାଧାରଣ ନିର୍ବାଚନର ତାରିଖକୁ ଘୋଷଣା କରିପାରନ୍ତି…