ଆରମ୍ଭ ହେବ ‘ନୂଆ-ଓ’ ଛାତ୍ରବୃତ୍ତି ବିତରଣ

ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ‘ନୂଆ-ଓ ଛାତ୍ରବୃତ୍ତି’ ଆଜିଠୁ ବିତରଣ କରାଯିବ । ଆଜି ସମ୍ୱଲପୁର, ଦେବଗଡ, ଅନୁଗୋଳ ଜିଲ୍ଲାରେ ଏହି ଛାତ୍ରବୃତ୍ତି ବିତରଣ କରାଯିବ।କିଛି ଦିନ ତଳେ ରାଜ୍ୟ ସରକାର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ…

‘ସୁଦର୍ଶନ ସେତୁ’ ଉଦ୍‌ଘାଟିତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଓଖା ମୁଖ୍ୟଭୂମି ଏବଂ ଭେଟ ଦ୍ୱାରକା ଦ୍ୱୀପକୁ ସଂଯୋଗ କରୁଥିବା ଦେଶର ସବୁଠାରୁ ଲମ୍ବା କେବୁଲ୍ ଆଧାରିତ ‘ସୁଦର୍ଶନ ସେତୁ’ ଉଦ୍‌ଘାଟନ କରିଛନ୍ତି। ପାଖାପାଖି ୯୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୁଦର୍ଶନ ସେତୁ ‘ଓଖା-ଭେଟ ଦ୍ୱାରକା ସିଗ୍ନେଚର…

ଟ୍ରମ୍ପଙ୍କଠାରୁ ପରାଜିତ ହେଲେ ନିକି

ନିଜ ଦଳ ରିପବ୍ଲିକାନ୍‌ ପାର୍ଟିର ଆଭ୍ୟନ୍ତରୀଣ ପ୍ରାର୍ଥୀ ଚୟନ ପ୍ରକ୍ରିୟାରେ ପ୍ରତିଦ୍ବନ୍ଦ୍ବୀ ରାଷ୍ଟ୍ରପତି ପ୍ରାର୍ଥୀ ନିକି ହାଲିଙ୍କୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ ପରାଜିତ କରିଛନ୍ତି। ଶନିବାର ଅନୁଷ୍ଠିତ ଏହି ପ୍ରାଥମିକ ମନୋନୟନ ପ୍ରକ୍ରିୟାରେ ନିକିଙ୍କୁ ତାଙ୍କ…

ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା

ରାଜ୍ୟରେ ମେଘୁଆ ପାଗ ସହ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ତେବେ ଆଜି କେତକ ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ବିଶେଷ କରି ମଧ୍ୟ ଭାଗର ଜିଲ୍ଲାଗୁଡିକରେ ହାଲୁକା ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ଏକ ନିମ୍ନ ଚାପରେଖା ଛତିଶଗଡ଼ରୁ ବାହାରି…

କମିଶନରେଟ ପୋଲିସକୁ ଆପାର୍ଟମେଣ୍ଟ ସୁରକ୍ଷା ଚିନ୍ତା

କମିଶନରେଟ ପୋଲିସକୁ ଆପାର୍ଟମେଣ୍ଟ ସୁରକ୍ଷା ଚିନ୍ତା ।  ଆପାର୍ଟମେଣ୍ଟ୍ ବାସିନ୍ଦାଙ୍କ ସହିତ ଆଲୋଚନା କରିଛନ୍ତି ଖୋଦ ପୋଲିସ କମିଶନର । ଗତକାଲି ଏନେଇ ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଆଜିଆପାର୍ଟମେଣ୍ଟ ବାସିନ୍ଦାଙ୍କ ସହିତ ଆଲୋଚନା କରିଛନ୍ତି ପୋଲିସ…

ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଘୋଷଣା

ରାଜ୍ୟ ସରକାର ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ…

ବିଜେପିରେ ମିଶିଲେ ବିଜେଡିର ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ବିଜେପିରେ ମିଶିଛନ୍ତି ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ। ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ବିଜେପିରେ ମିଶିଛନ୍ତି ଦେବାଶିଷ ନାୟକ। ୪ ଥରର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି। ଏକଦା ବିଜେଡିର ଟାଣୁଆ ନେତା ଥିଲେ…

ଖୁବଶୀଘ୍ର ଆସିପାରେ ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା

ଓଡ଼ିଶାର ଯେଉଁ ୫ଟି ଲୋକସଭା ଆସନରେ ବିଜେପି ଆଗୁଆ ଟିକେଟ୍ ଘୋଷଣା କରିବା କଥା କୁହାଯାଉଛି, ଏହି ସମ୍ଭାବ୍ୟ ତାଲିକାରେ ରହିଛି ସମ୍ବଲପୁର, ପୁରୀ, ଭୁବନେଶ୍ୱର, ସୁନ୍ଦରଗଡ଼ ଏବଂ କଟକ । ଚର୍ଚ୍ଚା ଅନୁସାରେ ସମ୍ବଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୁରୀରୁ ବିଜେପି ରାଷ୍ଟ୍ରୀୟ…

ଓଡ଼ିଶାର ବଡ଼ମାଳ ଗୋଳାବାରୁଦ କାରଖାନାରେ ନିଯୁକ୍ତି ସୁଯୋଗ

ରାଜ୍ୟର ବଲାଙ୍ଗିର ଜିଲ୍ଲାରେ ଥିବା ବଡ଼ମାଳ ଗୋଳାବାରୁଦ କାରଖାନାରେ କିଛି ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୧୯,୯୦୦ ଟଙ୍କା ବେତନ ସହିତ ମହଙ୍ଗା ଭତ୍ତା ପ୍ରଦାନ କରାଯିବ । ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ବିଜ୍ଞପ୍ତି ଲିଙ୍କକୁ ଯାଇ ନିଯୁକ୍ତି ସମ୍ବନ୍ଧୀୟ ସବିଶେଷ…

ବନ୍ଦ ହୋଇଯିବ GPay ପେମେଣ୍ଟ

ଗୁଗଲର GPay ପେମେଣ୍ଟ ଆପ୍ ୪ ଜୁନ୍ ୨୦୨୪କୁ ବନ୍ଦ ହୋଇଯିବ । ତେବେ ଗୁଗଲର ଏହି ପେମେଣ୍ଟ ଆପ୍ ବନ୍ଦ ହୋଇଯିବା ଦ୍ୱାରା ଲକ୍ଷ ଲକ୍ଷ ୟୁଜର୍ସ ସମସ୍ୟାରେ ପଡିଯାଇ ପାରନ୍ତି । ତେବେ ଗୁଗଲର ଏହି ନିଷ୍ପତ୍ତି ୨୦୨୨ରେ ଲଞ୍ଚ ହୋଇଥିବା ଗୁଗଲ ୱାଲେଟ୍ କାରଣରୁ ଆସିଛି । ବହୁ ଦେଶରେ ଗୁଗଲ ୱାଲେଟ୍ ସହିତ…